ରାଜ୍ୟ ସମ୍ପାଦକ ଭାବେ ରାଜୁ ଘିବେଲାଙ୍କୁ ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର : ବରଗଡ ଜିଲ୍ଲା ପଦ୍ମପୁରର ରାଜୁ ଘିବେଲା ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ଦଳ ପକ୍ଷରୁ ନିଯୁକ୍ତି ପାଇଛନ୍ତି । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଘିବେଲାଙ୍କୁ ଦେଇଛନ୍ତି ଦଳରେ ଗୁରୁତ୍ୱପୂର୍ଣ୍ଣ ପଦ । ଏନେଇ ଦଳ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି । ତୁରନ୍ତ ଏହି ନିଷ୍ପତ୍ତିକୁ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

nis-ad
Leave A Reply

Your email address will not be published.