ଓମ୍ ନଗର ଅଞ୍ଚଳରେ ଯୁବତୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର, ୧୪/୧୧: ବଡ ବଜାର ଥାନା ଅନ୍ତର୍ଗତ ଓମ୍ ନଗର ଅଞ୍ଚଳରେ ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଗତ ତିନି ଦିନ ପୂର୍ବେ ଯୁବତୀ ଜଣକ ଆତ୍ମହତ୍ୟା କରିଥିବା ବେଳେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଜରୁଛି । 

ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଝୁଲନ୍ତା ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି ପୋଲିସ୍‌ । ଘଟଣା ସ୍ଥଳରୁ ସୁସାଇଡ ନୋଟ ମଧ୍ୟ ପୋଲିସ୍‌ ଜବତ କରିଥବା ଜଣାପଡ଼ିଛି । ଘଟଣାର ତଦନ୍ତ ପରେ ଆତ୍ମହତ୍ୟାର ରହସ୍ୟ ଜଣାପଡିବ ବୋଲି ଏସ୍‌ପି କହିଛନ୍ତି ।

nis-ad
Leave A Reply

Your email address will not be published.