ଅବକାରୀ ବିଭାଗର ଚଢ଼ାଉ,୧୩୫ ଗ୍ରାମ ଡ୍ରଗ୍ସ ଜବତ, ମହିଳା ଗିରଫ

ନୀଳଗିରି,୨୧/୧୧: ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅଧିନ ରାଜନଗର ଅଞ୍ଚଳରେ ଚଢାଉ । ବାଲେଶ୍ଵର ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି ।

ଡ୍ରଗ୍ସ ବିକ୍ରି ଅଭିଯୋଗରେ ଜଣେ ମହିଳାଙ୍କୁ ଅଟକ ରଖାଯାଇ ଥିବା ସୁଚନା ମିଳିଛି । ତାଙ୍କ ପାଖରୁ ୧୩୫ ଗ୍ରାମ ଡ୍ରଗ୍ସ ଜବତ ହୋଇଥିବା ଜଣାପଡିଛି । ତେବେ ବାଲେଶ୍ଵର ଅବକାରୀ ବିଭାଗ ପାଖରେ ଡ୍ରଗ୍ସ ବିକ୍ରି ଖବର ଥିବାବେଳେ ନଳଗିରି ଅବକାରୀ ବିଭାର କିପରି ଜାଣି ପାରିଲା ନାହିଁ । ଏନେଇ ଅଧିକାରୀଙ୍କ କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନ ଉଠିଛି ।

nis-ad
Leave A Reply

Your email address will not be published.