ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ମାଓବାଦୀ

ଧର୍ମଗଡ: ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ଲାଲବାହିନୀ l କଳାହାଣ୍ଡି ଜିଲ୍ଲା ସଦରଥାନା ଯୁଗଶାଇପାଟଣା ଅଞ୍ଚଳ ତଳପଞ୍ଚକୁଲ ଗାଁ ର ଜଣେ ବ୍ୟକ୍ତିକୁ ରାତି ଅଧରେ ଘରୁ ଡାକି ନେଇ ହତ୍ୟା କଲେ ଲାଲବାହିନୀ l ଘଟଣା ସ୍ଥଳରେ ପୋଲିସ ପହଞ୍ଚି କମ୍ବିଂ ଜୋରଦାର କରିଥିବା ବେଳେ ପୋଲିସ ପକ୍ଷରୁ ବର୍ତ୍ତମାନ ପର୍ଯ୍ୟନ୍ତ କୋଣସି ସୂଚନା ଦିଆଯାଇ ନାହିଁ l

nis-ad
Leave A Reply

Your email address will not be published.