ସମିତି ସଭ୍ୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମାର୍ଶାଘାଇ ୦୩/୧୨: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ଦୁମୁକା ପଞ୍ଚାୟତର ସମିତି ସଭ୍ୟା ଗୀତା ପ୍ରଧାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ।

ଘର ଭିତରୁ କବାଟ ବନ୍ଦ ଥାଇ ନିଜ ବାସଭବନରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ପାଇଥିଲେ ପରିବାର ଲୋକ । ପରେ ଘରର କବାଟ ଭାଙ୍ଗି ଗୀତାଙ୍କୁ ନିକଟସ୍ଥ ମେଡ଼ିକାଲ ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବରପାଇ ମାର୍ଶାଘାଇ ପୋଲିସ ଗୀତାଙ୍କ ଘରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

nis-ad
Leave A Reply

Your email address will not be published.