ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ

ଖୋର୍ଦ୍ଧା ୦୬/୧୨: ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ଦାସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି ।

ସରକାରୀ କାର୍ଯ୍ୟାଳୟରେ ସକାଳୁ ଭିଜିଲାନ୍ସ ରେଡ ଚାଲିଛି । ଏକ କାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ଖୋର୍ଦ୍ଧାରେ ତାଙ୍କ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ଇନ୍ସପେକ୍ଟର ମମିତା ପ୍ରଧାନଙ୍କ ନେତୃତ୍ୱ ରେ ଏକ ଟିମ୍ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଫାଇଲ ଏବଂ ଅନ୍ୟାନ୍ୟ ଆସବାବପତ୍ର ଯାଞ୍ଚ କରୁଛି ।

nis-ad
Leave A Reply

Your email address will not be published.