ମାର୍ଚ୍ଚ ପହିଲାରୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା…

ଭୁବନେଶ୍ୱର: ମାର୍ଚ୍ଚ ପହିଲାରୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା । ପରୀକ୍ଷାର ମାସକ ପୂର୍ବରୁ ହେବ ପ୍ରାକ୍ଟିକାଲ ପରୀକ୍ଷା । ପରୀକ୍ଷା କେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସଜାଡ଼ିବାକୁ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ପରୀକ୍ଷା କେନ୍ଦ୍ରଗୁଡ଼ିକର ସିସିଟିଭି ସହ ଭିତ୍ତିଭୂମି ଠିକ୍‌ ନଥିଲେ ପରୀକ୍ଷା କେନ୍ଦ୍ର ବାତିଲ କରାଯିବ ବୋଲି କୁହାଯାଇଛି । ପରୀକ୍ଷା ସମୟରେ ମାସ୍କ ପରିଧାନ ଓ ସାମାଜିକ ଦୂରତା ବାଧ୍ୟତାମୂଳକ କରାଯାଇଛି ।

nis-ad
Leave A Reply

Your email address will not be published.