ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ନବବର୍ଷ ସୁଖମୟ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀଙ୍କ ନବବର୍ଷ ଶୁଭେଚ୍ଛା । ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ଵିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ସମୃଦ୍ଧି ଓ ସୁଯୋଗ ଆଣୁ ବୋଲି ମୁଖ୍ୟମନ୍ତ୍ରୀ ଯୋଗେ କରିଛନ୍ତି ।

nis-ad
Leave A Reply

Your email address will not be published.