ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଫିସର…

ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଫିସର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ଉଜ୍ୱଳାପୁର ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ରେଞ୍ଜ ଅଫିସର ସଂଗ୍ରାମ କେଶରୀ ମଣିହୀରା। ସମ୍ବଲପୁର, ବଲାଙ୍ଗୀର ଓ ସୁନ୍ଦରଗଡ଼ ଜିଲ୍ଲାର ୫ ଟି ସ୍ଥାନରେ ଚାଲିଛି ଚଢ଼ାଉ। ଚଢ଼ାଉରେ ସାମିଲ ଅଛନ୍ତି ୫ ଡିଏସପି, ୮ ଇନିସ୍ପେକ୍ଟର, ୨ ଏଏସଆଇ ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ।

nis-ad
Leave A Reply

Your email address will not be published.