NIA ଦ୍ବାରା ମୋଷ୍ଟ ୱ୍ବାଣ୍ଟେଡ ଥିବା ୪ ମାଓବାଦୀଙ୍କ ନାଁ ରେ ଲାଗିଛି ପୋଷ୍ଟର…

କୋରାପୁଟ : କୁଖ୍ୟାତ ମାଓବାଦୀଙ୍କ ନାମରେ ଲାଗିଛି ପୋଷ୍ଟର । ଧରାଇଦେଲେ ଲୋକଙ୍କୁ ପୁରସ୍କାର ଦେବାକୁ ଘୋଷଣା କରାଯାଇଛି । କୋରାପୁଟ ସହରର ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ନାମରେ ଲାଗିଛି ପୋଷ୍ଟର । NIA ଦ୍ବାରା ମୋଷ୍ଟ ୱ୍ବାଣ୍ଟେଡ ଥିବା ପୋଷ୍ଟରରେ ଉଲ୍ଲଖ ରହିଛି ।

୪ ଜଣ ମାଓବାଦୀଙ୍କ ଉପରେ ୩ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପୁରସ୍କାର ରାଶି ରହିଛି । ସୁଚନା ଦାତାଙ୍କୁ ପୁରସ୍କାର ଦିଆଯିବ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି । ପୋଷ୍ଟର ଲାଗିବା ଦେଖି ଲୋକଙ୍କ ମଧ୍ୟରେ ପୁଣି ମାଓବାଦୀଙ୍କୁ ନେଇ ଭୟ ଓ ଚର୍ଚା ଆରମ୍ଭ ହୋଇଛି।

nis-ad
Leave A Reply

Your email address will not be published.