୨୦୨୪ରେ ନିର୍ବାଚନ ଲଢ଼ିବେ ଧର୍ମେନ୍ଦ୍ର ପ୍ରଧାନ…

୨୦୨୪ରେ ନିର୍ବାଚନ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ପରେ ଚର୍ଚ୍ଚା ଜୋର ଧରିଛି । ଏକ ଜାତୀୟ ଗଣମାଧ୍ୟମକୁ ଧର୍ମେନ୍ଦ୍ର ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି ।ସେ କହିଛନ୍ତି, ଏ ବାବଦରେ ପାର୍ଟିକୁ ଅନୁରୋଧ କରିଛନ୍ତିି ।

ଏବେ ପ୍ରଶ୍ନ ଉଠୁଛି,୨୦୨୪ ସାଧାରଣ ନିର୍ବାଚନରେ ଧର୍ମେନ୍ଦ୍ର ଯଦି ଲଢିବେ ତେବେ କେଉଁ ଆସନରୁ ଲଢିବେ ? ଢେଙ୍କାନାଳ କିମ୍ବା ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀ ହେବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି । ଧର୍ମେନ୍ଦ୍ର ଏବେ ମଧ୍ୟପ୍ରଦେଶରୁ ରାଜ୍ୟସଭା ସାଂସଦ ଅଛନ୍ତି ।

nis-ad
Leave A Reply

Your email address will not be published.