କୋର୍ଟରେ ହାଜର ହେବେ ଅର୍ଚ୍ଚନା-ଜଗବନ୍ଧୁ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଏବଂ ସ୍ବାମୀ ଜଗବନ୍ଧୁ ଚାନ୍ଦ ମଙ୍ଗଳବାର ଖୋର୍ଦ୍ଧା ଜିଲା ଓ ଦୌରା ଜଜ୍‌ଙ୍କ କୋର୍ଟରେ ହାଜର ହେବେ। ଏଥିସହିତ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଏବଂ ଖଗେଶ୍ୱରଙ୍କୁ କୋର୍ଟରେ ହାଜର ହେବାକୁ ସମନ ଜାରି କରାଯାଇଛି।

nis-ad
Leave A Reply

Your email address will not be published.