ଶୌଚାଳୟରୁ ମିଳିଲା ଯୁବକଙ୍କ ମୃତଦେହ…

ଖଲ୍ଲିକୋଟ: ପାଇଖାନା ଘରେ ମୃତଦେହ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ କରଣ ସାହିରେ ଥିବା ଏକ ପାଇଖାନା ଘରୁ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି। ମୃତକ ଜଣକ ମିଲୁ ପ୍ରଧାନ।

ଗତ ୭ ଦିନ ଧରି ସେ କରଣ ସାହିରେ ଭଡ଼ାରେ ରହୁଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କେଉଁ ପରିସ୍ଥିତିରେ ଓ କେମିତି ମିଲୁଙ୍କ ମୃତ୍ୟୁ ହେଲା । ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ ।

nis-ad
Leave A Reply

Your email address will not be published.