ନବ ଦାସ ହତ୍ୟା ମାମଲା : ଟେଷ୍ଟ ରିପୋର୍ଟକୁ ଅପେକ୍ଷା: ଜଷ୍ଟିସ ଜେ.ପି ଦାସ

ଭୁବନେଶ୍ୱର: ଝାରସୁଗୁଡାରେ ତଦନ୍ତ ତଦାରଖ ପରେ ଜଷ୍‌ଟିସ ଜେପି ଗଣମାଧ୍ୟମ ଆଗରେ ନିଜ ମନ୍ତବ୍ୟ ରଖିଛନ୍ତି । ଗୋପାଳର ସାଇକୋ ଆନାଲିସିସ୍ ଟେଷ୍ଟ ରିପୋର୍ଟକୁ ଅପେକ୍ଷା ।

ଟେଷ୍ଟ ରିପୋର୍ଟ ଆସିଲେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ । ଗୋପଳକୁ ପଚରାଉଚରା କଲେ କି ପ୍ରଶ୍ନରେ ଜଷ୍ଟିସ ଦାସ କହିଛନ୍‌ତି ମୁଁ ତଦନ୍ତ କରୁନି, ତଦନ୍ତକୁ ସୁପରଭାଇଜ କରୁଛି ବୋଲି କହିଲେ ଜଷ୍ଟିସ ଜେପି ଦାସ ।

nis-ad
Leave A Reply

Your email address will not be published.