ନବ ଦାସ ହତ୍ୟା ମାମଲା: ତଦନ୍ତକୁ ସମୟ ଲାଗିବ: ଡିଜିପି…

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅନୁଧ୍ୟାନ ପରେ ଡିଜିପି ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ତଦନ୍ତକୁ ଆଉ ଟିକେ ସମୟ ଲାଗିବ ବୋଲି କହିଛନ୍ତି ଡିଜିପି ସୁନୀଲ ବଂଶଲ ।

ଗୋପାଳର ରିମାଣ୍‌ଡ ଅବଧି ବଢାଇବାକୁ କୋର୍ଟରେ ଆବେଦନ ହେବ । ତଦନ୍ତ କାଳରେ ସବୁ ଆଙ୍ଗଲକୁ ଆମେ ଦୃଷ୍ଟି ଦେଉଛୁ ଏବଂ ଏଥିପାଇଁ ଟିକେ ସମୟ ଲାଗିବ ।

nis-ad
Leave A Reply

Your email address will not be published.