ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ଠାରେ ତୃତୀୟ ସାଧାରଣ ବୈଠକ ଅନୁଷ୍ଠିତ…

ବୌଦ୍ଧ (୧୧/୦୨) : ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ହରଭଙ୍ଗା ବିଡିଓ ଙ୍କ ଅଧ୍ୟକ୍ଷତାରେ ହରଭଙ୍ଗା ପଞ୍ଚାୟତ ସମିତି ର ତୃତୀୟ ସାଧାରଣ ଦିବସ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ ହରଭଙ୍ଗା ବ୍ଲକ ଅଧ୍ୟକ୍ଷ ସରଜ ପ୍ରଧାନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ଦାସ ବିଧାୟକ ଙ୍କ ପ୍ରତିନିଧି ବିଶ୍ୱଜିତ ପ୍ରଧାନ ଏବଂ ଜିଲ୍ଲା ସାଂସଦ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l

nis-ad
Leave A Reply

Your email address will not be published.