ଟ୍ରକକୁ ପିଟିଲା ଆଇଚର, ୭ ମୃତ…

ଯାଜପୁର : ଯାଜପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାଗ୍ରସ୍ତ ଗାଡିକୁ ଧକ୍କା ଦେଲା କୋଲକାତା ପଟୁ ଆସୁଥିବା ଆଇଚର । ଫଳରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଚଣ୍ଡିଖୋଲ ନେଉଳପୁର ସ୍ଥିତ ସେଣ୍ଟ୍ରାଲ ବ୍ୟାଙ୍କ ନିକଟ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି ।

ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବା ସହିତ ଧର୍ମଶାଳା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

nis-ad
Leave A Reply

Your email address will not be published.