ସରକାରୀ ସ୍କୁଲ ପିଲାଙ୍କୁ ଦିଆଯିବ ନୋଟ ବୁକ: ସମୀର ରଞ୍ଜନ ଦାଶ…

ଭୁବନେଶ୍ୱର: ଏଣିକି ସରକାରୀ ସ୍କୁଲ ପିଲାଙ୍କୁ ଘରୋଇ ସ୍କୁଲ ଭଳି ଦିଆଯିବ ନୋଟ ବୁକ। ଯେଉଁଥିରେ ପିଲାଙ୍କୁ ହୋମ ୱର୍କ ଓ ଶିକ୍ଷକ ମାନେ କଣ ପାଠ ପଢାଉଛନ୍ତି ସେ ନେଇ ନୋଟ ବୁକ ରେ ଉଲ୍ଲେଖ ରହିବ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ଯାହା ଫଳରେ ଅଭିଭାବକ ମାନେ ଜାଣିପାରିବେ ପିଲା କଣ ପଢୁଛି। ଚଳିତ ବଜେଟରେ ଶିକ୍ଷା କ୍ଷେତ୍ରକୁ ଅଧିକ ଗୁରୁତ୍ବ ଦେଇଛନ୍ତି। ଯୁକ୍ତ ଦୁଇ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ ରୁ ହେବ। ଏଥିପାଇଁ ସବୁ ପ୍ରସ୍ତୁତି କରାଯାଇଛି।

nis-ad
Leave A Reply

Your email address will not be published.