ଭିଜିଲାନ୍ସ ଜାଲରେ KBK ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭବାନୀପାଟଣା KBK କ୍ଷୁଦ୍ର ଜଳସେଚନ ସର୍କଲ ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି । ଏକକାଳୀନ ୮ଟି ସ୍ଥାନରେ ରେଡ୍‌ କରୁଛି ଦୁର୍ନୀତି ନିବାରଣ ବିଭାଗ । ଭୁବନେଶ୍ୱରର ୩ଟି, କଳାହାଣ୍ଡି ସ୍ଥିତ ଅଫିସ ଓ କ୍ୱାର୍ଟର୍ସରେ ଓ ଅନୁଗୋଳର ୩ଟି ସ୍ଥାନରେ ରେଡ୍‌ ଚାଲିଛି ।

nis-ad
Leave A Reply

Your email address will not be published.