ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ବୀଭତ୍ସ ହତ୍ୟା…

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ବୀଭତ୍ସ ହତ୍ୟା । ଟାଙ୍ଗିଆରେ ହାଣି ହତ୍ୟା ଅଭିଯୋଗ । କିଂଜିରକେଲା ଥାନା ଅନ୍ତର୍ଗତ କୁଲବା ଅଡ଼ାପଡାରେ ଏହି ନିର୍ମମ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ହଳଧର ଭୋଇ ।

ଏହି ଘଟଣାରେ କିଞ୍ଜିରିକେଲା ଥାନା ପୋଲିସ ମୃତଦେହ ଜବତ କରିବା ସହ ତଦନ୍ତ ଚଳାଇଛି । ଜଣେ ଯୁବକକୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି

nis-ad
Leave A Reply

Your email address will not be published.