ସିଆରପିଏଫ ଜବାନଙ୍କ ଆତ୍ମହତ୍ୟା…

ପଦ୍ମପୁର : ସିଆରପିଏଫ ଜବାନଙ୍କ ଆତ୍ମହତ୍ୟା। ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ସିଆରପିଏଫ କ୍ୟାମ୍ପରେ କାର୍ଯ୍ୟରତ ଜବାନ ପ୍ରଶନ୍ନଜିତ ପାଳ ଡ୍ୟୁଟିରେ ଥିବା ସମୟରେ ନିଜ ବନ୍ଧୁକରେ ନିଜେ ଗୁଲିକରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି ।

ସିଆରପିଏଫ ଜବାନ ଜଣକଙ୍କ ଡ୍ୟୁଟି ରାତି ୧୦ ଟା ରୁ ୧୨ଟା ପର୍ଯ୍ୟନ୍ତ ସୁରକ୍ଷା ଟାଓ୍ବାର ଉପରେ ରହିଥିଲା । ମୄତ ଜବାନ ଜଣକ ପଶ୍ଚିମବଙ୍ଗର ସ୍ଥାୟୀ ବାସିନ୍ଦା ବୋଲି ଜଣାପଡ଼ିଛି । କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡିନାହିଁ ।

nis-ad
Leave A Reply

Your email address will not be published.