ଝାରସୁଗୁଡା ଉପନିର୍ବାଚନ ପାଇଁ ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା କଂଗ୍ରେସ…

ଝାରସୁଗୁଡା : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ କଲା ଦଳ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ତରୁଣଙ୍କ ନାଁରେ ମୋହର ମାରିଛନ୍ତି। ଏନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି।

ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିପାରେ ବିଜେପି । ଟଙ୍କଧର ତ୍ରିପାଠୀଙ୍କୁ ବିଜେପି ପ୍ରାର୍ଥୀ କରିବା ନେଇ ଚର୍ଚ୍ଚା ଜୋର ଧରୁଛି । ଏପଟେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିଭିନ୍ନ କାର୍ଯକ୍ରମରେ ସାମିଲ ହେଉଛନ୍ତି।

nis-ad
Leave A Reply

Your email address will not be published.