ଜଙ୍ଗଲରୁ ଉଦ୍ଧାର ହେଲା ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ…

ସୁବର୍ଣ୍ଣପୁର: ଜଙ୍ଗଲରେ ପଡ଼ିଛି ୨ ମୃତଦେହ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଦୀପପାଲି ଜଙ୍ଗଲରୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ମିଳିଛି । ମୃତକଙ୍କ ପରିଚୟ ମିଳିନାହିଁ । ଏହା ଆତ୍ମହତ୍ୟା ନା ହତ୍ୟା ତାହା ସ୍ପଷ୍ଟ ହୋଇନାହିଁ ।

ଦୁଇରୁ ୩ଦିନ ତଳେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

nis-ad
Leave A Reply

Your email address will not be published.