ରାଜ୍ୟରେ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ବର: ରାଜ୍ୟରେ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆସିଛି ନିର୍ଦ୍ଦେଶନାମା। ସବୁ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନର କର୍ମଚୀରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।

ସମସ୍ତ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀ ମାସ୍କ ପିନ୍ଧିବେ। କୋଭିଡ୍‌ ସଂକ୍ରମଣ ଅଧିକ ହେବାରୁ ଏହି ପଦକ୍ଷେପ ନେଇଛି ସ୍ୱାସ୍ଥ୍ୟ ବିଭାଗ।

nis-ad
Leave A Reply

Your email address will not be published.