ଟ୍ରକ ତଳେ ପଶିଗଲା ସ୍କର୍ପିଓ: ଜଣେ ମୃତ, ୪ ଗୁରୁତର…

ଭଦ୍ରକ : ସକାଳୁ ସକାଳୁ ଭଦ୍ରକ ଜିଲ୍ଲାରେ ଦୁଇଟି ଦୁର୍ଘଟଣା । ୧୬ ନମ୍ବର ଜାତୀୟ ରାଜପଥ ଛତାବର ନିକଟରେ ଠିଆ ହୋଇଥିବା ବେଳେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ସ୍କର୍ପିଓ ଗାଡିଟି ଟ୍ରକ ତଳେ ପଶିଯାଇଥିଲା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ଭଣ୍ଡାରିପୋଖରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସେହିପରି ଭଦ୍ରକ ୧୬ନଂ ଜାତୀୟ ରାଜପଥ ତ୍ରିଶଳପୁର ଛକ ନିକଟରେ କୁକୁଡ଼ା ଚିଆଁ ଟ୍ରକ ଦୁର୍ଘଟଣା। ଫଳରେ ଟ୍ରକରେ ଥିବା ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଆଜି ଭୋରରୁ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ତ୍ରୀଶଳପୁର ଛକ ନିକଟରେ ଦୁର୍ଘଟଣା ଘଟିଛି ।

nis-ad
Leave A Reply

Your email address will not be published.