ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ

କୁଚିଣ୍ଡା: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ । ସମ୍ବଲପୁର ଜିଲ୍ଲା ଜମନକିରା ଥାନା ବଡ଼ମାଲ ପଞ୍ଚାୟତ ନୂଆଁଡିହି ଗାଁରେ ଅଭାବନୀୟ ଘଟଣା ଘଟିଛି। ରୋଷେଇ କରିବାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

nis-ad
Leave A Reply

Your email address will not be published.