ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ରେଡ୍

ଭୁବନେଶ୍ୱର: ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ। କେନ୍ଦୁଝର , ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରାରେ ଏକକାଳୀନ ଚଢ଼ାଉ କରାଯାଉଥିବା ସୂଚନା । ଭୁବନେଶ୍ଵରର ବାସ ଭବନରେ ମଧ୍ଯ ଚାଲିଛି ଚଢ଼ାଉ।

ଟ୍ୟାକ୍ସ ଫାଙ୍କିବା ନେଇ ରେଡ ଚାଲିଥିବା ସୂଚନା ମିଳିଛି । ଆୟକର ବିଭାଗ ପକ୍ଷରୁ ୧୦ ସ୍ଥାନରେ ଏକ କାଳୀନ ଚଢ଼ାଉ କରାଯାଇଛି। IT ବିଭାଗ ପକ୍ଷରୁ ରେଡ୍ କରାଯାଇଛି ।

nis-ad
Leave A Reply

Your email address will not be published.