ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ ଘଟି ବ୍ୟାପକ କାଗଜପତ୍ର ପୋଡି ପାଉଁଶ

ପିପିଲି : ପୁରୀ ଜିଲ୍ଲା ଡେଲାଙ୍ଗ ଘୋରଡିଆ ଗ୍ରାମ ବ୍ଯାଙ୍କରେ ଭୟାବହ ଅଗ୍ନିକାଣ୍ଡ ଘଟି ବ୍ଯାପକ କାଗଜପତ୍ର ପୋଡି ପାଉଁଶ ହୋଇଯାଇଛି। ତେବେ ଅଗ୍ନି କାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଘଟଣା ସ୍ଥଳରେ ଡେଲାଙ୍ଗ ପୋଲିସ ଓ ଡେଲାଙ୍ଗ ଅଗ୍ନିଶମ ବିଭାଗର ନିଆଁ ଲିଭା ଜାରି ରଖିବା ପରେ ନିଆଁ ଆୟତ୍ତକୁ ଆସିଛି।

nis-ad
Leave A Reply

Your email address will not be published.