ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: କାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଆସନ୍ତାକାଲି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ନୀତି। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

nis-ad
Leave A Reply

Your email address will not be published.