ଆସନ୍ତା ୨୯ ତାରିଖରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ଆସନ୍ତା ୨୯ ତାରିଖରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ । ସାମସ୍‌ ପୋର୍ଟାଲରେ ଅନ୍‌ ଲାଇନ୍‌ରେ ଆବେଦନ । ଜୁନ୍‌ ୨୦ ଯାଏଁ ଚାଲିବ ଆବେଦନ ।

ଜୁନ୍‌ ୨୮ରେ ପ୍ରକାଶ ପାଇବ ପ୍ରଥମ କଟ ଅଫ ତାଲିକା । ଜୁନ ୨୯ରୁ ୫ ଜୁଲାଇ ପ୍ରଥମ ପର୍ଯ୍ୟାୟ ନାମଲେଖା । ଜୁଲାଇ ୨୯ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ।

nis-ad
Leave A Reply

Your email address will not be published.