ଆଜିଠୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର :ଆଜିଠୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ । ସାମସ୍‌ ପୋର୍ଟାଲରେ ଅନ୍‌ ଲାଇନ୍‌ରେ ଆବେଦନ । samsodisha.gov.inରେ ହେବ ଆବେଦନ। ଜୁନ୍‌ ୨୦ ଯାଏଁ ଚାଲିବ ଆବେଦନ । ଜୁନ୍‌ ୨୮ରେ ପ୍ରକାଶ ପାଇବ ପ୍ରଥମ କଟ ଅଫ ତାଲିକା ।

ଜୁନ ୨୯ରୁ ୫ ଜୁଲାଇ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ । ଜୁଲାଇ ୧୪ରୁ ୧୭ ଯାଏ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ। ଜୁଲାଇ ୧୯ ତାରିଖରେ ସ୍ପଟ ଆଡମିଶନ ପାଇଁ ତାଲିକା ପ୍ରକାଶ ପାଇବ। ୧୯ରୁ ୨୧ ତାରିଖ ଣନଲାଇନରେ ହେବ ଚଏସ ଲକିଂ। ଜୁଲାଇ ୨୯ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ।

nis-ad
Leave A Reply

Your email address will not be published.