ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା କେନାଲ ରାସ୍ତାରେ ସିରିଜ ଲୁଟ୍‌

ଭୁବନେଶ୍ୱର: ରାଜଧାନୀରେ ଘରେ ପଶି କଳା କନା ବୁଲାଇଲେ ଦୁର୍ବୃତ୍ତ। ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା କେନାଲ ରାସ୍ତାରେ ସିରିଜ ଲୁଟ୍‌। ଭୋର ସମୟରେ ଝରକା ଭାଙ୍ଗି ଘରେ ପଶି ସବୁ ଲୁଟିନେଲେ ଲୁଟେରା। ପ୍ରାୟ ୨ଶହ ଗ୍ରାମର ସୁନା ଗହଣା ଓ ଟଙ୍କା ଲୁଟି ନେଇଛନ୍ତି।

କେନାଲ ରୋଡ଼ରେ ତିବା ମିହିର ସାମଲଙ୍କ ଘରୁ ଲୁଟ୍‌ ହୋଇଛି। ମିହିରଙ୍କ ପଡୋଶୀ ଘରେ ମଧ୍ୟ ଲୁଟିଛନ୍ତି ଲୁଟେରା । ଖବର ପାଇ କମିଶନରେଟ୍‌ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

nis-ad
Leave A Reply

Your email address will not be published.