Sign in
Sign in
Recover your password.
A password will be e-mailed to you.
ସୈଫ୍ଙ୍କୁ ଆକ୍ରମଣ ଘଟଣାରେ କ୍ରାଇମବ୍ରାଞ୍ଚ ତନାଘନା, କର୍ମଚାରୀଙ୍କ ମୋବାଇଲ୍ ଜବତ
ନୂଆଦିଲ୍ଲୀ ୧୬।୦୧: ସୁପରଷ୍ଟାର ସୈଫ ଅଲୀ ଖାନଙ୍କ ଉପରେ ଆକ୍ରମଣକୁ ନେଇ ଭୟଭୀତ ବଲିଉଡ । ରାତି ୨ଟାରେ ଦୁର୍ବୃତ୍ତ ଅଭିନେତାଙ୍କୁ କରିଥିଲା ଆକ୍ରମଣ । ଏହାପରେ ସୈଫ୍ଙ୍କୁ ଲୀଳାବତୀ ହସ୍ପିଟାଲ୍ରେ କରାଯାଇଥିଲା ଭର୍ତ୍ତି । ସୈଫଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ଥିବା ଜଣାପଡିଛି ।!-->…
ବଲିଉଡ ଅଭିନେତା ସୈଫ ଅଲି ଖାନଙ୍କୁ ଛୁରାମାଡ଼
ମୁମ୍ଵାଇ ୧୬।୦୧; ବଲିଉଡ ଅଭିନେତା ସୈଫ ଅଲି ଖାନଙ୍କୁ ଛୁରାମାଡ଼ । ମୁମ୍ୱାଇର ବାନ୍ଦ୍ରା ସ୍ଥିତ ଘରେ ପଶି ଅଭିନେତାଙ୍କୁ ଛୁରୀରେ ଆକ୍ରମଣ କରିଛି ଦୁବୃର୍ତ୍ତ ।୨ରୁ ତିନି ଥର ଛୁରୀରେ ଆଘାତ କରିଥିଲେ। ଯାହା ମଧ୍ୟରୁ ଦୁଇଟି ଗଭୀର ଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଲୀଲାବତୀ ହସ୍ପିଟାଲରେ!-->…
କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦୀ ସରକାରଙ୍କ ବଡ଼ ଭେଟି, ୮ମ ବେତନ ଆୟୋଗ ଗଠନକୁ ମଞ୍ଜୁରି
ନୂଆଦିଲ୍ଲୀ: ମୋଦୀ ସରକାର ଗୁରୁବାର କେନ୍ଦ୍ର ସରକାର କର୍ମଚାରୀଙ୍କୁ ବଡ଼ ଭେଟି ଦେଇଛନ୍ତି । କେନ୍ଦ୍ରର ମୋଦୀସରକାର ଅଷ୍ଟମ ବେତନ ଆୟୋଗକୁ ମଞ୍ଜୁରି ଦେଇଛନ୍ତି । ସରକାରଙ୍କ ଏହି ନିଷ୍ପତ୍ତି ପରେ ସାରା ଦେଶର କୋଟି କୋଟି ସରକାରୀ କର୍ମଚାରୀଙ୍କ ଦରମାରେ ବମ୍ପର ବୃଦ୍ଧି ହେବ । କେନ୍ଦ୍ରମନ୍ତ୍ରୀ!-->…
ମାଓବାଦୀ ଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ପରେ ଜୋରଦାର କୁମ୍ବି ରେ ବହୁ ପରିମାଣର ଅସ୍ତ୍ର ଶସ୍ତ୍ର ଜବତ…
ମାଲକାନଗିରି : ଗତକିଛି ଦିନ ତଳେ ସୀମାନ୍ତ ଛତିଶଗଡ଼ ରେ ମାଓବାଦୀ ଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ପରେ କୁମ୍ବି ଅପରେସନ କୁ ଜୋରଦାର କରାଯାଇଛି । ଯାହାର ପରିମାଣ ଦେଖିବାକୁ ମିଳିଛି ସୀମାନ୍ତ ରାଜ୍ୟ ଛତିଗଡ଼ ରେ । ଛତିଶଗଡ଼ର କୋଣ୍ଡାଗାଓଁ ଜିଲ୍ଲାରେ ସୁରକ୍ଷା କର୍ମିଙ୍କୁ ମିଳିଛି ବଡ ସଫଳ ।!-->…
ଗଛ ରୁ ପଡ଼ି ଯୁବକ ମୃତ, ବିଦ୍ୟୁତ ସଂଶ୍ବର୍ସରେ ମୃତ୍ୟୁ ଅଭିଯୋଗ କରି ରାସ୍ତା ଅବରୋଧ ।
ଗଜପତି : ଗଛରୁ ପଡ଼ି ଯୁବକ ମୃତ। ବିଦ୍ୟୁତ ସଂସ୍ପର୍ଷରେ ମୃତ୍ୟୁ ଅଭିଯୋଗ କରି ରାସ୍ତା ଅବରୋଧ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ସେରଙ୍ଗ ଥାନା ଅଧୀନ ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ ବଡ଼ପଦା ଗ୍ରାମରେ। ମୃତ ଯୁବକ ହେଲେ ରାମଗିରି ଗ୍ରାମର ୩୧ ବର୍ଷୀୟ କାଳିଆ ଗଉଡ଼ । ସୂଚନା ମୁତାବକ!-->…
ଭୟର କାରଣ ନାହିଁ: ଏଚ୍ଏମ୍ପିଭି ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା
ଭୁବନେଶ୍ୱର: ରାଜ୍ୟରେ ହ୍ୟୁମାନ ମେଟାପ୍ନୁମୋଭାଇରସ୍ (ଏଚ୍ଏମ୍ପିଭି)ର କୌଣସି ସମ୍ଭାବ୍ୟ ମାମଲା ପାଇଁ ପ୍ରସ୍ତୁତି ଆକଳନ କରିବା ଲାଗି ଓଡ଼ିଶା ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି.। କମିସନର-କମ୍-ସଚିବ ଅଶ୍ୱତୀ ଏସ୍ଙ୍କ!-->…
ନନ୍ଦନକାନନରେ ଆଖିବୁଜିଲା ବାଘୁଣୀ ରୂପାର ଅଢେଇ ମାସର ଧଳା ଶାବକ, ୨୭କୁ ଖସିଲା ସଂଖ୍ୟା
ବାରଙ୍ଗ ୧୫।୧: ଭୁବନେଶ୍ବର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳା ବାଘ ଶାବକର ମୃତ୍ୟୁ ହୋଇଛି । ବାଘୁଣୀ ରୂପାର ଅଢେଇ ମାସର ଧଳା ଶାବକର ମୃତ୍ୟୁ ହୋଇଥିବା ଜଣାପଡିଛି । ଅସୁସ୍ଥ ହେବା ପରେ ମା’ ଠାରୁ ଅଲଗା କରି ଚିକିତ୍ସା କରାଯାଉଥିଲା ।ତେବେ ଏହି ଧଳା ଶାବକର ମୃତ୍ୟୁ ପରେ ନନ୍ଦନକାନନ ପ୍ରାଣୀ!-->…
ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍, ସୁରକ୍ଷିତ ଉଦ୍ଧାର ହେଲେ ୮ ଯାତ୍ରୀ
ଚାନ୍ଦବାଲି ୧୫।୧: ଭଦ୍ରକ ଜିଲ୍ଲା ଧାମରା ଠାରେ ଏକ ମାଛ ଧରା ଟ୍ରଲରକୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବୋଟ ବୁଡ଼ିଯାଇଛି । ୮ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ଏକ ଯାତ୍ରୀବାହୀ ବୋଟ ୮ଜଣ ଯାତ୍ରୀଙ୍କୁ ଧରି ଚାନ୍ଦବାଲିରୁ ଧାମରା!-->!-->!-->…
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା: ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଲେ ଝିଅ ଦୀପାଳି
ଝାରସୁଗୁଡ଼ା: ମୁହଁ ଖୋଲିଲେ ନବ ଦାସଙ୍କ ଝିଅ ଦୀପାଳି ଦାସ । ବାପା ନବ ଦାସଙ୍କୁ ହତ୍ୟା ମାମଲାରେ ସିବିଆଇ ତଦନ୍ତ ଦାବି ଏବଂ ଭାଇ ବିଶାଲଙ୍କୁ ଛତିଶଗଡ଼ରେ ଅଟକ ରଖିବା ପ୍ରସଙ୍ଗରେ ଅସନ୍ତୋଷ ଝାଡ଼ିଛନ୍ତି ଦୀପାଳି। ସେ କହିଛନ୍ତି ‘‘ମିଡିଆରେ ଏକତରଫା ଖବର ପରିବେଷଣ ହେଉଛି। ମୋ ଉପରେ, ମୋ!-->…
ଜିଲ୍ଲାସ୍ତରୀୟ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ ଅନୁଷ୍ଠିତ
ମାଲକାନଗିରି : ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗଙ୍କ ନିର୍ଦ୍ଦେଶ ପ୍ରକାରେ ଜ଼ିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଜ଼ିଲ୍ଲା ପ୍ରଶାସନ ଦ୍ଵାରା ସ୍ଥାନୀୟ ପୌର ପରିଷଦ କାର୍ଯ୍ୟାଳୟ ଠାରେ ଜିଲ୍ଲାରେ ଥିବା ୮୦ ବର୍ଷ ଓ ତଦୁର୍ଦ୍ଧ!-->…