Sign in
Sign in
Recover your password.
A password will be e-mailed to you.
ଝାରସୁଗୁଡ଼ାରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍
ଝାରସୁଗୁଡ଼ା:ଝାରସୁଗୁଡ଼ାରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । କିର୍ମିରା ଅନାସ୍ଥାକୁ ନେଇ ସୃଷ୍ଟି ହୋଇଥିବା ହାଇ ଭୋଲଟେଜ ଡ୍ରାମା ଓ ତତ ପରବର୍ତ୍ତୀ ସ୍ଥିତିକୁ ନେଇ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ଏହି ଘଟଣାକୁ କେନ୍ଦ୍ର କରି ବିଜେଡିର ଏକ ୭ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍!-->…
ପାକିସ୍ତାନ କୋଇଲା ଖଣି ବିସ୍ଫୋରଣ – ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି
ପାକିସ୍ତାନରେ ମିଥେନ୍ ଗ୍ୟାସ୍ ଯୋଗୁ ଏକ କୋଇଲା ଖଣିରେ ହୋଇଥିବା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଗତକାଲି ବେଲୁଚିସ୍ତାନ ପ୍ରଦେଶର କୋଇଲା ଖଣିରୁ ଉଦ୍ଧାରକାରୀମାନେ ଆଉ ୭ଟି ମୃତଦେହ ଉଦ୍ଧାର କରିଥିଲେ। ପ୍ରଦେଶ ଖଣି ବିଭାଗର ମୁଖ୍ୟ ଅବଦୁଲ୍ଲା ଶାଓ୍ଵାନି କହିଛନ୍ତି,!-->…
ଆସନ୍ତାକାଲିଠୁ ଜନସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ
ଭୁବନେଶ୍ଵର : ଖୁସି ଖବର ଆସନ୍ତାକାଲିଠୁ ଜନସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ଏହି ଦିନମାନଙ୍କରେ ଯେକୌଣସି ବ୍ୟକ୍ତି ମାଗଣାରେ ରାଜଭବନ!-->…
ଥମୁନି ଆମେରିକାରେ ନିଆଁ, ହଜାର ହଜାର ପଶୁପକ୍ଷୀ ମୃତ
ଆମେରିକାରେ ଲସ୍ ଆଞ୍ଜେଲସରେ ଲାଗିଥିବା ନିଆଁରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ୫ ଜଣ ପାଲିସଡେସ୍ ଅଗ୍ନିଶମ ଜୋନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ଇଟନ୍ ଫାୟାର ଜୋନରୁ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଲସ୍ ଏଞ୍ଜେଲସ୍ ଆଖପାଖ ଅଞ୍ଚଳରେ ନିଆଁ ଜଳୁଛି, ଯେଉଁଥିରେ!-->…
ଗହୀରମଥା ଗଭୀର ସମୁଦ୍ର ମଧ୍ୟରେ ଫୁଟିଲା ଗୁଳି, ୮ ମତ୍ସ୍ୟଜୀବୀଙ୍କୁ ବନ୍ଧୁକ ମୁନରେ ଛଡାଇ ନେଲେ
ରାଜନଗର : ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ଗଭୀର ସମୁଦ୍ର ମଧ୍ୟରେ ଫୁଟିଲା ଗୁଳି । ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ । ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲେ । ଏହି ସମୟରେ ୬ ଟି ଟ୍ରଲରେ ମାଛ!-->…
କପିଳ ଦେବଙ୍କୁ ହତ୍ୟା କରିବାକୁ ବନ୍ଧୁକ ଧରି ତାଙ୍କ ଘରକୁ ଯାଇଥିଲି: ଯୋଗରାଜ
ପୂର୍ବତନ କ୍ରିକେଟର ଯୁବରାଜ ସିଂହଙ୍କ ବାପା ଯୋଗରାଜ ସିଂହ ସର୍ବଦା ବିବାଦୀୟ ମନ୍ତବ୍ୟ ପାଇଁ ଚର୍ଚ୍ଚାରେ ରହିଆସନ୍ତି। ସେ ଏବେ ପୁଣି ଥରେ ଅନୁରୂପ ମନ୍ତବ୍ୟ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ସେ ଏକଦା କପିଳ ଦେବଙ୍କୁ ହତ୍ୟା କରିବାକୁ ବନ୍ଧୁକ ଧରି ତାଙ୍କ ଘରକୁ ଯାଇଥିଲି ବୋଲି ଯୋଗରାଜ!-->…
ମଣ୍ଡିରେ ଚାଲିବନି ମିଲରଙ୍କ ମନମାନି: ହେବ କଡା କାର୍ଯ୍ୟନୁଷ୍ଠାନ
ଭୁବନେଶ୍ବର: ଏଣିକି ମଣ୍ଡିରେ ଚାଲିବନି ମିଲରଙ୍କ ମନମାନି । କଟନି ଛଟନି କଲେ କଠୋର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ । ଆଜି ସମବାୟ କର୍ମଚାରୀଙ୍କୁ ଏଭଳି କିଛି ନିର୍ଦ୍ଦେଶ ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ।
ଏନେଇ ମନ୍ତ୍ରୀ ସମବାୟ କର୍ମଚାରୀଙ୍କୁ ତାଗିଦ୍ କରି କହିଛନ୍ତି,!-->!-->!-->…
ଟୁଇନ ସିଟି ପରେ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର, ଦୂର ହେବ ସହରାଞ୍ଚଳ ଟ୍ରାଫିକ ସମସ୍ୟା :ମନ୍ତ୍ରୀ
ଭୁବନେଶ୍ୱର : ନିର୍ମାଣ ହେବ ଅଧିକ ନୂଆ ଓଭର ବ୍ରିଜ। ରାଜ୍ୟ ସରକାର ଏଥିପାଇଁ ପ୍ରାରମ୍ଭିକ ଯୋଜନା ଆରମ୍ଭ କରିଛନ୍ତି । ବିଭିନ୍ନ ସ୍ଥାନରେ ରିଂ ରୋଡ଼ ଓ ଓଭର ବ୍ରିଜ କିପରି ଓ କେମିତି ନିର୍ମାଣ କରାଯାଇ ପାରିବ ସେ ନେଇ ମୁଖ୍ୟମନ୍ତ୍ରୀ ଦୁଇ ଥର ବୈଠକ ଡାକି ଆଲୋଚନା କରିଛନ୍ତି ।
!-->!-->!-->…
ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବ ଆମ ଯୁବ ଶକ୍ତି – ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଯୁବବର୍ଗଙ୍କ ଶକ୍ତି ଖୁବ୍ ଶୀଘ୍ର ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବ। ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ ଭାରତର ଯୁବ ଶକ୍ତି ଉଲ୍ଲେଖନୀୟ!-->…
ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଯୁବ ଦିବସ ପାଳିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ରେଡ୍ ରିବନ କ୍ଲବ୍ ପକ୍ଷରୁ ବିଶ୍ଵ ଯୁବ ଦିବସ ପାଳିତ ହୋଇଯାଇଛି। ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଘୁ଼.ଉଦୟଗିରି କଳିଙ୍ଗ ମହାବିଦ୍ୟାଳୟ ର ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼.ଦିଲୀପ କୁମାର ମହାପାତ୍ର ଯୋଗ ଦେଇ!-->…