Sign in
Sign in
Recover your password.
A password will be e-mailed to you.
ଆସିକା ବିଜ୍ଞାନ ମହାବିଦ୍ୟାଳୟ ରାଷ୍ଟ୍ରୀୟ ଯୁବ ଦିବସର ବାର୍ତ୍ତା : ସ୍ଥିରତା ଏବଂ ଦାୟିତ୍ବ ସହ ରାଷ୍ଟ୍ରକୁ ଆକୃଷ୍ଟ…
ଆସିକା : ବିଶ୍ବର ଆଧ୍ୟାତ୍ମିକ ଗୁରୁ ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ଦିବସକୁ ରାଷ୍ଟ୍ରୀୟ ଯୁବ ଦିବସ ରୂପେ ଆସିକା ବିଜ୍ଞାନ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଡ. ଅଜିତ କୁମାର ମୁନୀଙ୍କ ଅଧ୍ୟକ୍ଷତା ଏବଂ ସଂଯୋଜନାରେ ସଂପାଦିତ ହୋଇଯାଇଛି। ସ୍ବାମୀଜୀଙ୍କ ଏହି ସ୍ବନକ୍ଷତ୍ର ଦିବସରେ ମହାବିଦ୍ୟାଳୟ!-->…
ତାମିଲନାଡୁ ବିଧାନସଭାରେ ଜାତୀୟ ସଂଗୀତକୁ ଅଣଦେଖା: ମୁଖ୍ୟମନ୍ତ୍ରୀ-ରାଜ୍ୟପାଳ ମୁହାଁମୁହିଁ
ତାମିଲନାଡୁ ବିଧାନସଭାରେ ଜାତୀୟ ସଂଗୀତକୁ ଅଣଦେଖା କରାଯିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ଏବଂ ରାଜ୍ୟପାଳ ଆର.ଏନ. ରବିଙ୍କ ମଧ୍ୟରେ ବିବାଦ ଘନୀଭୂତ ହେବାରେ ଲାଗିଛି। ରାଜ୍ୟପାଳ ବିଧାନସଭା ଅଧିବେସନକୁ ସମ୍ବୋଧିତ ନ କରିବାରୁ ମୁଖ୍ୟମନ୍ତ୍ରୀ ଏହାକୁ ରାଜ୍ୟପାଳଙ୍କ ପିଲାଳିଆମି!-->…
ଜାତୀୟ ଯୁବ ଦିବସରେ ଯୁବ ସମାଜକୁ କ୍ରାନ୍ତି ର ଆହ୍ବାନ : “ଯୁବ ସମାଜ ସଚେତନ ହେଲେ ନିଶାମୁକ୍ତ ଭାରତ ଗଠନ ସମ୍ଭବ…
ବ୍ରହ୍ମପୁର : ୧୬୨ ତମ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଯଥା ଜାତୀୟ ଯୁବ ଦିବସ ଅବସରରେ "ଯୁବ ସମାଜ ସଚେତନ ହେଲେ ନିଶାମୁକ୍ତ ଭାରତ ଗଠନ ସମ୍ଭବ "ଏହି ବାର୍ତ୍ତା ଯୁବ ସମାଜକୁ ସଂକଳ୍ପ ନେବା ପାଇଁ ବ୍ରହ୍ମା ନଗର ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ଉଦ୍ୟମରେ ଏମ. କେ.ସି.ଜି.!-->…
ଛତିଶଗଡ଼ରେ ଏନକାଉଣ୍ଟର: ୩ ନକ୍ସଲ ନିହତ, ବିପୁଳ ପରିମାଣର ବିସ୍ଫୋରକ ଜବତ
ମାଲକାନଗିରି: ଛତିଶଗଡ଼ରେ ପୁଣି ବଡ଼ ଧରଣର ଏନକାଉଣ୍ଟର ହୋଇଛି । ଏଠାରେ ୩ ନକ୍ସଲ ନିହତ ହୋଇଛନ୍ତି । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନ-ମାଓବାଦୀ ଗୁଳିବିନିମୟ ହୋଇଛି । ଯବାନଙ୍କ ଗୁଳିରେ ୩ ଜଣ ନକ୍ସଲ ନିହତ ହୋଇଛନ୍ତି। ବିପୁଳ ପରିମାଣର ବିସ୍ଫୋରକ ଏବଂ!-->…
ଏଣିକି ବର୍ଷ ସାରା ପାଳନ ହେବ ପଥୋତ୍ସବ
ଭୁବନେଶ୍ବର: ଏଣିକି କେବଳ ଶୀତ ଦିନେ ନୁହେଁ, ବର୍ଷ ସାରା ପାଳନ ହେବ ପଥୋତ୍ସବ । ରାଜଧାନୀ ରାଜରାସ୍ତା, ଗଳି କନ୍ଦିରେ ସବୁଠି ସକାଳୁ ସକାଳୁ ଝୁମିବେ ଲୋକେ । ପଥୋତ୍ସବ ନେଇ ବଡ ଘୋଷଣା କରିଛନ୍ତି ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ବର୍ଷକୁ ୧୨ଟି ଅର୍ଥାତ୍ ପ୍ରତି!-->…
ଲୋକଙ୍କୁ ନିର୍ବାଚନ ଖର୍ଚ୍ଚ ମାଗିଲେ ଆତିଶୀ
ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଯାଉଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହି ନିର୍ବାଚନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାଲକାଜି ଆସନରୁ ଆମ ଆଦମୀ ପାର୍ଟି(ଆପ୍)ରୁ ପ୍ରାର୍ଥୀ ହୋଇଛନ୍ତି। ତେବେ ନିର୍ବାଚନ ଖର୍ଚ୍ଚ ପାଇଁ ସେ ଜନସାଧାରଣଙ୍କୁ ଟଙ୍କା ମାଗିଛନ୍ତି। କ୍ରାଉଡଫଣ୍ଡିଂ ଜରିଆରେ!-->…
ଚାକିରି ନାରେ ଲୋକଙ୍କୁ ଭୁଆଁ ବୁଲାଇ ଲକ୍ଷ ଲକ୍ଷ ଟଙ୍କା ଠକୁଥିଲେ ଏହି ଦମ୍ପତି, ଶେଷରେ କାବୁ କଲା ପୋଲିସ୍
ରାଉରକେଲା : ରାଉରକେଲା କୋର୍ଟରେ ସବ ଇନ୍ସପେକ୍ଟର ଏବଂ କିରାଣୀ ଚାକିରି ସହ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପ୍ରକାର ଚାକିରି କରାଇ ଦେବାକୁ କହି ଭୁଆଁ ବୁଲାଉଥିଲେ । ଲକ୍ଷ ଲକ୍ଷ ଟଙ୍କା ଠକି ନିରୀହ ଲୋକଙ୍କୁ ଚୁନା ମାରୁଥିଲେ । ଶେଷରେ ଠକ ଦମ୍ପତିକୁ ବାନ୍ଧିଛି ରାଉରକେଲା ପୋଲିସ୍ ।!-->…
ଚାଇନା ଭାଇରସକୁ ନେଇ ବଢିଲା ଟେନସନ୍, ଗୁରୁତ୍ବପୁର୍ଣ୍ଣ ବୈଠକ ଡାକିଲା ସ୍ଵାସ୍ଥ୍ୟ ବିଭାଗ
ନୂଆଦିଲ୍ଲୀ: ଚାଇନା ଭାଇରସକୁ ନେଇ ଚିନ୍ତାରେ ସାରା ଦେଶ । ଚୀନରେ ଦେଖା ଦେଇଥିବା ଏଚଏମପିଭି ଭାଇରସ ଏବେ ଧିରେ ଧିରେ ସାରା ବିଶ୍ଵରେ ବ୍ୟାପିବାରେ ଲାଗିଛି । ଆଉ ଏହାରି ଭିତରେ ଭାରତରେ ପ୍ରବେଶ କରିଛି ଏହି ଭାଇରସ୍ । ଯାହାକୁ ନେଇ ଆଲର୍ଟ ମୋଡରେ କେନ୍ଦ୍ର ସରକାର । ସେପଟେ ଏହାକୁ ନେଇ!-->…
ଆମେରିକା ଯିବେ ଜୟଶଙ୍କର; ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ହେବେ ସାମିଲ
ନୂଆଦିଲ୍ଲୀ: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଜାନୁଆରୀ ୨୦ରେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ। ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଜାନୁଆରୀ ୨୦ରେ ଶପଥ ନେବେ ଟ୍ରମ୍ପ। ଗତ ବର୍ଷ ନଭେମ୍ବର ମାସରେ ଅନୁଷ୍ଠିତ ଆମେରିକା!-->…
ମହାକୁମ୍ଭ ପାଇଁ ଓଡ଼ିଶାରୁ ଗଡ଼ିବ ୮ଟି ବସ୍ , ଭିଡିଓ କନ୍ଫରେନ୍ସିଂରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କୁମ୍ଭମେଳା ଉପଲକ୍ଷେ ଓଡ଼ିଶାରୁ ସ୍ବତନ୍ତ୍ର ବସ୍ ଚଳାଚଳର ଶୁଭାରମ୍ଭ ହୋଇଛି । ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ବ୍ରହ୍ମପୁରରୁ ଅଯୋଧ୍ୟା ତଥା ପ୍ରୟାଗରାଜକୁ ବସ୍ ଚଳାଚଳ ଆରମ୍ଭ ହେବ । ଆଜିଠୁ ଓଡ଼ିଶାରୁ ଯିବ ୮ଟି!-->…