Sign in
Sign in
Recover your password.
A password will be e-mailed to you.
ମହାକୁମ୍ଭ ମେଳା ପାଇଁ ସ୍ବତନ୍ତ୍ର ବସ୍ ସେବା, ପୁରୀରୁ ଅଯୋଧ୍ୟାକୁ ଗଡିବ ସ୍ବତନ୍ତ୍ର ବସ୍
ପୁରୀ ୧୧।୧: ମହାକୁମ୍ଭ ମେଳା ୨୦୨୫ ପାଇଁ ସ୍ବତନ୍ତ୍ର ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀରୁ ଅଯୋଧ୍ୟା ଗଡିବ ସ୍ବତନ୍ତ୍ର ବସ୍ । ରବିବାର ସକାଳ ୧୦ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚ୍ଚୁଆଲ ମାଧ୍ୟମରେ ଏହି ସ୍ବତନ୍ତ୍ର ବସ୍ ସେବାର ଶୁଭାରମ୍ଭ କରିବେ!-->…
କୋର୍ଟରେ ଚାକିରି କରାଇଦବାକୁ କହି ୨୦ଜଣଙ୍କୁ ଚୂନ ଲଗାଇଲେ ସ୍ବାମୀ-ସ୍ତ୍ରୀ
ରାଉରକେଲା : ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି। ରାଉରକେଲା କୋର୍ଟରେ ଚାକିରି କରାଇ ଦେବାକୁ ଠକି ନେଇଥିଲେ ୨୦ ଲକ୍ଷରୁ ଅଧିକ ଟଙ୍କା। 420 ଦମ୍ପତିଙ୍କ ମାୟା ଜାଲରେ ଫସିଛନ୍ତି ୧୯ରୁ ୨୦ ଜଣ ବେକାର ଯୁବକ ଓ ଯୁବତୀ। ଏ ନେଇ ଅଭିଯୋଗ ହେବା ପରେ ଦମ୍ପତିଙ୍କୁ ଗିରଫ କରି କୋର୍ଟ ଚାଲାଣ!-->…
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ !
ବେଙ୍ଗାଲୁରୁ : କର୍ଣ୍ଣାଟକାରେ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ଚୌକର ହେବ ପରିବର୍ତ୍ତନ। ସିଦ୍ଦରମୈୟାଙ୍କ ସ୍ଥାନରେ ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ମୁଖ୍ୟମନ୍ତ୍ରୀ ଆସନରେ ବସିବେ। ମାର୍ଚ୍ଚ ମାସ ପରେ ଏପରି ଅଦଳ ବଦଳ ହେବ ବୋଲି ଜଣାପଡ଼ିଛି। ଏଥିପାଇଁ ଶିବକୁମାରଙ୍କୁ ବିଧାୟକଙ୍କ ସମର୍ଥନର!-->…
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ନୂଆଦିଲ୍ଲୀ : ମହାକାଶରେ ଶୁକ୍ର ଓ ଶନିଙ୍କ ମଧ୍ୟରେ ଲାଗିବ ଦୌଡ଼ ପ୍ରତିଯୋଗିତା। ଶୁକ୍ରକୁ ଟପି ଆଗକୁ ବଢିବ ଶନିଗ୍ରହ। ଜାନୁଆରୀ ୧୮ରେ ଶୁକ୍ର ଓ ଶନି ଗ୍ରହର ହେବ ମହାମିଳନ। ପୂର୍ବ ଦିଗବଳୟରେ ମଙ୍ଗଳ ଓ କିଛି ଉପରେ ଥିବ ଉଜ୍ୱଳ ବୃହଷ୍ପତି ଗ୍ରହ। ଚଳିତମାସରେ ମହାକାଶରେ ଏଭଳି ଅପୂର୍ବ ଦୃଶ୍ୟ!-->…
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ତ୍ରିଭେନ୍ଦ୍ରମ : ଘୃଣା ସୃଷ୍ଟିକାରୀ ବୟାନ ଦେଇଥିବା ଅଭିଯୋଗରେ ଫସିଛନ୍ତି ଜଣେ ବିଜେପି ନେତା। କେରଳ ବିଜେପି ନେତା ପିସି ଜର୍ଜଙ୍କ ନାଁରେ ଏଥିପାଇଁ ରୁଜୁ ହୋଇଛି ମାମଲା। ଜର୍ଜ ଦେଇଥିବା ବୟାନ ଦୁଇ ଧର୍ମର ଲୋକଙ୍କ ମଧ୍ୟରେ ଭେଦଭାବ ସୃଷ୍ଟି କରିବାର ଆଶଙ୍କା ଥିବା କହି ପୁଲିସ୍ ମାମଲା!-->…
ଅଯୋଧ୍ୟାରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି
ଅଯୋଧ୍ୟା : ଉତ୍ତର ପ୍ରଦେଶର ଅଯୋଧ୍ୟା ଆଜି ଉତ୍ସବ ମୁଖର। କାରଣ ଆଜି ହେଉଛି ଭବ୍ୟ ମନ୍ଦିରରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି। ଏହାକୁ ପ୍ରାଣ ପ୍ରତିଷ୍ଠା ଦ୍ୱାଦଶୀ ରୂପେ ପାଳନ କରାଯାଉଥିବା ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ପକ୍ଷରୁ କୁହାଯାଇଛି। ଏହି ଅବସରରେ ଅଯୋଧ୍ୟା!-->…
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
ଗୌହାଟୀ : ଆସାମର କୋଇଲା ଖଣିରୁ ଉଦ୍ଧାର ହେଲା ଆଉ ୩ଜଣ ଶ୍ରମିକଙ୍କ ମୃତଦେହ। ରାଜ୍ୟର ଦିମା ହସାଓ ଜିଲ୍ଲାର ଉମ୍ରାଙ୍ଗସୋରେ ଥିବା ବେଆଇନ କୋଇଲା ଖଣିରେ ପ୍ରାୟ ୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ସୋମବାର ଏହି ଅଘଟଣ ଫଳରେ ଖଣି ଭିତରେ ୯ ଜଣ!-->…
‘ସିଏଜି ରିପୋର୍ଟରୁ ସାମ୍ନାକୁ ଆସିଲା ଆପ୍ର ପାପ, ଦିଲ୍ଲୀରେ ହୋଇଛି ୨୦୨୬ କୋଟି ଟଙ୍କାର ରାଜସ୍ବ କ୍ଷତି’: AAPକୁ…
ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ସରଗରମ ରହିଛି ଦିଲ୍ଲୀ ରାଜନୀତି। ଆପ୍ ଓ ବିଜେପି ପରସ୍ପର ଉପରେ ଆରୋପ ପ୍ରତ୍ୟାରୋପ ଜାରି ରଖିଛନ୍ତି। ଏହାରି ମଧ୍ୟରେ ସିଏଜି ରିପୋର୍ଟକୁ ନେଇ ପୁଣି ଜୋର ଧରିଛି ଦିଲ୍ଲୀ ରାଜନୀତି। ବିଜେପି ଆପ୍କୁ ଟାର୍ଗେଟ କରି କହିଛି ଯେ, ସିଏଜି ରିପୋର୍ଟରେ ଦିଲ୍ଲୀର!-->…
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ଭୁବନେଶ୍ବର : ରାଜ୍ୟ ସରକାର ଖୁବଶୀଘ୍ର ‘ପ୍ରବାସୀ ଓଡ଼ିଆ ନୀତି’ ପ୍ରଣୟନ କରିବେ । ପ୍ରବାସୀ ଓନିଆଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯିବ । ବିଭିନ୍ନ ଦେଶର ପ୍ରବାସୀ ଓଡ଼ିଆଙ୍କ ଦାୟିତ୍ୱରେ ଜଣେ ମନ୍ତ୍ରୀ ରହିବେ, ଯିଏ ନୋଡାଲ ଦାୟିତ୍ୱରେ ରହି ପ୍ରବାସୀଙ୍କ!-->…
ସୁଭଦ୍ରା ପୋର୍ଟାଲରୁ ଭୁଲ୍ରେ ନାଁ ବାଦ୍ ହୋଇଥିଲେ ହେବ ପୁନଃସାମିଲ, ୮ ହଜାରରୁ ଅଧିକ ଆବେଦନକାରୀ ସାମିଲ
ଭୁବନେଶ୍ବର ୧୧।୧: ସୁଭଦ୍ରା ପୋର୍ଟାଲରୁ ଭୁଲ୍ରେ ନାମ ବାଦ୍ ହୋଇଯାଇଥିଲେ କରିହେବ ପୁନଃସାମିଲ ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ!-->…