ଗାଧବା ସମାଜର ପୁଷପୁନି

ଉମରକୋଟ / ରାଇଘର : ବାର ମାସରେ ତେର ପର୍ବ, ଏହି ପରି ବିଭିନ୍ନ ପର୍ବ ପର୍ବାଣୀ ଭାରତ ର ବିଭିନ୍ନ ରାଜ୍ୟରେ ବିଭିନ୍ନ ନାମରେ ପାଳିତ ହୁଏ, ତତ ମଧ୍ୟରୁ ପୁଷ ପୁନି ଗୋଟିଏ ପର୍ବ। ନବରଙ୍ଗପୁର ଜ଼ିଲ୍ଲା, ରାଇଘର ବ୍ଲକ ମହଣ୍ଡ ପଞ୍ଚାୟତ ଅନ୍ତର୍ଗତ ପୁପୁଲଡିହି ଗ୍ରାମର ଗାଧବା ସମାଜ ଓ ଗ୍ରାମର

କୃଷି ଓ ପାରମ୍ପରିକ ଶିଳ୍ପକୁ ଗୁରୁତ୍ତ୍ଵ ଦେଲେ ପରିବେଶ ବଞ୍ଚିବ – ରାୟଗଡା ନାଗରିକ ମଞ୍ଚ

ରାୟଗଡ଼ା : ରାୟଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ଜଳଛାୟା ପ୍ରକଳ୍ପ ସମ୍ମିଳନୀ କକ୍ଷରେ ପରିବେଶ ଓ ଶିଳ୍ପାନୁଷ୍ଠାନ ମଧ୍ୟରେ ସନ୍ତୁଳନ ରକ୍ଷା ନେଇ ଏକ ସେମିନାର ଅନୁଷ୍ଠିତ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ନାଗରିକ ମଞ୍ଚର ସଭାପତି ଡଃ ବାଦଲ କୁମାର ତା'ଙ୍କ ତତ୍ୱାବଧାନରେ ମଞ୍ଚର ସଦସ୍ୟ

ଟିପିଏସ୍ଓଡିଏଲ୍ ସହଯୋଗରେ ଜାତୀୟ ଊର୍ଜା ମେଳାରେ ବ୍ରହ୍ମପୁର ଛାତ୍ରୀଙ୍କ ସଫଳତା

ବିଚାରକ ଏବଂ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା ଅନୁଷ୍କାଙ୍କ ଅଭିନବ ପ୍ରକଳ୍ପ ବ୍ରହ୍ମପୁର : ଟିପିଏସ୍ଓଡିଏଲର ସହଯୋଗରେ ବ୍ରହ୍ମପୁର ଡିଏଭି ସ୍କୁଲର ସପ୍ତମ ଶ୍ରେଣୀ ଛାତ୍ରୀ ଅନୁଷ୍କା ସାହୁ ଜାତୀୟ ଊର୍ଜା ମେଳା ୨୦୨୪ରେ ଆୟୋଜିତ ବିଜ୍ଞାନ ପ୍ରଦର୍ଶନୀରେ ପ୍ରଥମ ପୁରସ୍କାର ହାସଲ

‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’

ସୁଭଦ୍ରା ଯୋଜନାରେ ଆବେଦନ ବେଳେ ଭୁଲରେ ହେଉ କି ଅନ୍ୟ କେଉଁ କାରଣରୁ ହେଉ, OPT OUT ହୋଇଥିବା ହିତାଧିକାରୀମାନଙ୍କ ପାଇଁ ନୂଆ ବ୍ୟବସ୍ଥା। OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ବିଶାଳ ଦାସ ଓ ତାଙ୍କ ସମର୍ଥକଙ୍କୁ ନୋଟିସ୍‌ ଦେଇ ଛାଡ଼ିଦେଲା ଛତିଶଗଡ଼ ପୁଲିସ

ଝାରସୁଗୁଡ଼ା: ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲା ସରାଇପାଲି, ଭଅଁରପୁର ଓ ସଙ୍କରା ଥାନାରେ ଗତକାଲି ଠାରୁ ଅଟକ ଥିବା ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ପୁଅ ବିଶାଳ ଦାସ ଓ ତାଙ୍କ ସମର୍ଥକମାନଙ୍କୁ ପୁଲିସ ଆଜି ଅପରାହ୍‌ଣରେ ଛାଡ଼ିଦେଇଛି। ସେଠାକାର ପୁଲିସ ବିଏନ୍‌ଏସ୍‌ ୩୫-ବିରେ ନୋଟିସ୍‌ କରି

ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଲେ ମହାମହିମ

ଭୁବନେଶ୍ବର : ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ଆଜି ଶେଷ ଦିନ । ଉଦଯାପନୀ ଉତ୍ସବରେ ସାମିଲ ହେଲେ ହୋଇ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପୂର୍ବରୁ ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଥିଲେ ମହାମହିମ । ଷ୍ଟଲ

ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଶେଷ କରିବା ପରେ ସେ ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ ମହାମହିମ ତିନିଦିନିଆ ପ୍ରବାସୀ ଭାରତୀୟ

ମୁଁ ଜଣେ ମଣିଷ, ଭଗବାନ ନୁହେଁ: ମୋଦୀ

ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜେରୋଧା ସହ ପ୍ରତିଷ୍ଠାତା ନିଖିଲ କମାତଙ୍କ People by WTF seriesରେ ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଖିବାକୁ ମିଳିଛି। ୨ ଘଣ୍ଟାରୁ ଅଧିକ ସମୟ ଧରି ମୋଦି ପୋଡକାଷ୍ଟରେ ବସି ଅନେକ କଥା କହିଛନ୍ତି।

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଆରଆଇ

ଖୋର୍ଦ୍ଧା: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ଏଆରଆଇ । ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରା ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ କାବୁ କଲା ଭିଜିଲାନ୍ସ । ବସୁନ୍ଧରା ଯୋଜନାରେ ଜାଗା ପ୍ରଦାନ ପାଇଁ ଗରିବ ଲୋକଙ୍କ ଠାରୁ ଲାଞ୍ଚ ନେଉଥିଲେ କୈଳାସ ।

ହଂସିକା ଓ ଅନୀଲଙ୍କ ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି ଠାବ

ଭୁବନେଶ୍ବର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ଉପରେ ଆୟକର ବିଭାଗର ଚତୁର୍ଥ ଦିନରେ ବି ଚଢ଼ାଉ ଜାରି.ରହିଛି। ଆୟକର ବିଭାଗ ଚଢ଼ାଉ କରିବା ସହ ପାଇଛି ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି, ଯେଉଁଥିରେ ୧୭ କୋଟି ଟଙ୍କାର ବେନାମୀ ସମ୍ପତ୍ତି ବିଲଡରଙ୍କ ପାଖରେ ରହିଛି।