ନିଜକୁ ନିଜେ ଗୁଳି କରି ଆତ୍ମହତ୍ୟା କଲେ CISF ଯବାନ

ରାଉରକେଲା: ଆଜି ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (RSP)ରେ ଜଣେ CISF କନଷ୍ଟେବଳ ନିଜ ସର୍ଭିସ୍ ପିସ୍ତଲରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ମୃତ ବ୍ୟକ୍ତି କେରଳର ଅଭିନନ୍ଦନ ପିକେ ବୋଲି ଚିହ୍ନଟ କରାଯାଇଛି। ସେ CISF ରେ ଜଣେ କନଷ୍ଟେବଳ ଭାବରେ

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ଡିଏନକେ ଖେଳ ପଡିଆ ପରିସରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ। ଏଥର ଏହାକୁ କିପରି ଅଧିକ ଭଲ କରିହେବ, ବିଶେଷକରି ପ୍ୟାରେଡ୍ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିକୁ ଆକର୍ଷଣୀୟ କରିବା ଉପରେ ଗୁରୁତ୍ବ ଦିଆଯାଇଛି। ଜିଲ୍ଲା ପରିଷଦ ସମ୍ମିଳନୀ

ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ବର: ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ। ପ୍ରବାସୀ ଭାରତୀୟଙ୍କୁ ମଞ୍ଚ ଉପରେ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ୟବସାୟ ପାଇଁ ଓଡ଼ିଶା ଉପଯୁକ୍ତ ସ୍ଥାନ। ଏଠି ଅପର୍ଯ୍ୟାପ୍ତ ସୁଯୋଗ ରହିଛି। ତେଣୁ ଓଡ଼ିଶାର ବିକାଶରେ ପ୍ରବାସୀ ସାମିଲ୍

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ କୁର୍ତମଗଡ଼ ପଞ୍ଚାୟତସ୍ଥିତ ଟୋଲ ଗେଟ୍‌ ସାମ୍ନାରେ ଘଟିଛି ଏକ ସଡ଼କ ଦୁର୍ଘଟଣା। ପ୍ରକାଶ ଯେ, ବୁଧବାର ବିଳମ୍ବିତ ରାତିରେ ଓଡି- ୦୮ -ଏନ୍‌- ୨୭୮୫ ନମ୍ବର ବିଶିଷ୍ଟ ଏକ ବାଇକ୍‌ ବାଲିଗୁଡ଼ା ଅଭିମୁଖେ ଯାଉଥିବା

ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣା: ଗିରଫ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର: ବୁଧବାର ଘଟିଥିବା ରସୁଲଗଡ ଫ୍ଲାଏଓଭର ହତ୍ୟାକାଣ୍ଡରେ ଆଉ ଦୁଇ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ସଦ୍ୟ ଗିରଫ ଦୁଇ ଜଣଙ୍କ ମଧ୍ୟରେ ମଧ୍ୟ ଜଣେ ମହିଳା ଅଭିଯୁକ୍ତ ରହିଛନ୍ତି । ଏଥିସହିତ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ପୋଲିସ ଦୁଇଟି ବାଇକ୍‌ ସହ

ଦିଲ୍ଲୀ ଭୋଟରଙ୍କୁ ମାଗଣା ବିଜୁଳି ଓ ପାଣି ପ୍ରତିଶ୍ରୁତି ଦେବ ବିଜେପି!

ଦିଲ୍ଲୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଜେପି ୩୦୦ ୟୁନିଟ ଯାଏ ମାଗଣା ବିଜୁଳି, ମାଗଣାରେ ପାଇପ ପାଣି ଓ ଲାଡଲି ବେହନା ଭଳି ଯୋଜନା ଲାଗୁ କରିବାର ପ୍ରତିଶ୍ରୁତି ଦେଇପାରେ। ଏହା ବ୍ୟତୀତ କ୍ଷମତା ଦଖଲ ପରେ ବିଜେପି ମନ୍ଦିର, ଗୁରୁଦ୍ୱାର ଓ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ପାଇଁ ୫୦୦ ୟୁନିଟ

ବ୍ୟାଙ୍କ ସାମନାରୁ ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କଠାରୁ ୫ ଲକ୍ଷ ଲୁଟ୍

ରାଉରକେଲା: ବ୍ୟାଙ୍କ ସାମନାରୁ ୫ ଲକ୍ଷ ଟଙ୍କା ଲୁଟ । ଜଣେ ଅବସରପ୍ରାପ୍ତ ପୁଲିସ କର୍ମଚାରୀଙ୍କ ଠାରୁ ହୋଇଛି ଲୁଟ। ସେ ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଉଠାଇ ଫେରୁଥିବା ବେଳେ ଆଜି ଅପରାହ୍ନ ପ୍ରାୟ ଗୋଟାଏ ସମୟରେ ଦୁଇ ଜଣ ଦୁର୍ବୃତ୍ତ ଲୁଟ କରିଛନ୍ତି। ରାଉରକେଲାର ସେକ୍ଟର ୧୯ ସ୍ଥିତ

Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍‌; IT ଓ ପୁଲିସ୍‌ ଚଢ଼ଉ

ଭୁବନେଶ୍ୱର: ପ୍ରତିଦିନ ହଂସିକା ଅଭିଲିପ୍ସାଙ୍କ ସମ୍ପର୍କରେ ମିଳୁଛି ନୂଆ ନୂଆ ତଥ୍ୟ। ଠକେଇ ରାଣୀ ହଂସିକାଙ୍କର ରାଜଧାନୀ ଭୁବନେଶ୍ୱରରେ ଥିବା Z1ରେ ରହିଛି ୩ଟି ଫ୍ଲାଟ୍‌। କିନ୍ତୁ ସେ ରହୁଥିଲେ ୭୦୩ ନମ୍ୱର ଫ୍ଲାଟ୍‌ରେ। ଅଭିଯୋଗ ହେଉଛି ଅନୀଲ ମହାନ୍ତିଙ୍କ ସହ ସେ ସେହି ଫ୍ଲାଟ୍‌ରେ ରହୁଥିଲେ।

ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ଭିଡିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଟ୍ରେନର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ

‘ଇଣ୍ଡିଆ’ ମେଣ୍ଟ ଭାଙ୍ଗି ଦେବା ଉଚିତ: ଓମାର ଅବଦୁଲ୍ଲା

ଦିଲ୍ଲୀ ବିଧାନସଭା ନିର୍ବଚନରେ 'ଇଣ୍ଡିଆ' ମେଣ୍ଟ ଫାଟି ଆଁ କଲାଣି। ପ୍ରଥମେ ମେଣ୍ଟର ଦୁଇ ସହଯୋଗୀ କଂଗ୍ରେସ ଓ ଆପ୍ ପରସ୍ପର ବିରୋଧରେ ଲଢ଼ିବାକୁ ଘୋଷଣା କରିଥିଲେ। ଏବେ ବିରୋଧୀ ମେଣ୍ଟର ଅନ୍ୟ ସହଯୋଗୀ ଦଳମାନେ କଂଗ୍ରେସକୁ ଏକପାଖିଆ କରି ଦିଲ୍ଲୀ ନିର୍ବାଚନରେ ଆମ୍ ଆଦମୀ ପାର୍ଟିକୁ