Sign in
Sign in
Recover your password.
A password will be e-mailed to you.
ଆସିକାରେ ବିଦ୍ୟୁତ ଭିତ୍ତିଭୂମି ସୁଦୃଢ଼ କରୁଛି ଟିପିଏସ୍ଓଡିଏଲ୍
-- ସୁରକ୍ଷା ଏବଂ ଭରସାଯୋଗ୍ୟ ବିଜୁଳି ସେବା ଉପରେ ପ୍ରାଥମିକତା
ବ୍ରହ୍ମପୁର : ଆସିକା ଅଞ୍ଚଳରେ ଗୁଣାତ୍ମକ ବିଦ୍ୟୁତ ସେବା ଯୋଗାଣ ଉଦ୍ଦେଶ୍ୟ ନେଇ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ନିକଟରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ଆସିକାରେ!-->!-->!-->!-->!-->…
ଜାନୁୟାରୀ ୨୦ରୁ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଆରମ୍ଭ
ବାଲିଗୁଡା : ଗୁରୁସତ୍ତା ପରମ ପୁଜ୍ୟ ଗୁରୁଦେବ ପଣ୍ଡିତ ଶ୍ରୀ ରାମ ଶର୍ମା ଆଚାର୍ଯ୍ୟ ଏବଂ ବନ୍ଦନୀୟ ମାତା ଭଗବତୀ ଦେବୀ ଶର୍ମା ଏବଂ ମାତା ଗାୟତ୍ରୀଙ୍କର କୃପା ଏବଂ ତାଙ୍କ ସୁକ୍ଷ୍ମ ସଂରକ୍ଷଣରେ ବ୍ୟକ୍ତି ନିର୍ମାଣ, ପରିବାର ନର୍ମାଣ, ସମାଜ ନିର୍ମାଣ ଏବଂ ରାଷ୍ଟ୍ର ରେ ନବନିର୍ମାଣ ଉଦ୍ଦେଶ୍ୟରେ!-->…
ଅଦିନିଆ ଲଘୁଚାପ ବର୍ଷାରେ ଧାନ ଫସଲ ନଷ୍ଟ : କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ରାଜରାସ୍ତାରେ ଚାଷୀ ଆନ୍ଦୋଳନ…
ହିଞ୍ଜିଳିକାଟୁ : ଚଳିତ ବର୍ଷ ଓଡିଶାକୁ ବିଳମ୍ବରେ ମୌସୁମୀ ପ୍ରବେଶ କରିଥିଲା । ଚାଷୀ ବହୁକଷ୍ଟରେ ଖରିଫ୍ ଧାନ ଅମଳ କରିଥିଲା । ଚଳିତ ବର୍ଷ ଧାନ ଫସଲ ବେଶ ଭଲ ହୋଇଛି । କ୍ଷେତରେ ସୁନେଲି ରଙ୍ଗର ଧାନକେଣ୍ଡାକୁ ଦେଖି ଚାଷୀର ମନରେ ଆନନ୍ଦ ଲହରୀ ଖେଳିଥିଲା । ହେଲେ ଅମଳ ବେଳକୁ ସତେଯେମିତି ଦଇବ!-->…
ବାଲିଗୁଡାରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ ଜି.ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ଅଧକ୍ଷା ନନ୍ଦିନୀ ମଲ୍ଲିକ!-->…
ସିମେଣ୍ଟ ପ୍ଲାଣ୍ଟରେ ଅଘଟଣ: କୋଲ୍ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଆଶଙ୍କା
ରାଜଗାଙ୍ଗପୁର: ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି।ଏକାଧିକ!-->…
ଶିମିଳିପାଳ ଜଗିବ ପୁଲିସ
ବାରିପଦା: ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି।
ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି!-->!-->!-->…
ପୁଣି ପାଣ୍ଡିଆନ ସକ୍ରିୟ! ଶଙ୍ଖ ଭବନରେ ଚାଲିଛି ବଡ଼ ପ୍ଲାନ
ଭୁବନେଶ୍ୱର,୧୬।୧: ପୁଣି ସକ୍ରିୟ ହୋଇ ଉଠିଲେଣି କାର୍ତ୍ତିକ ପାଣ୍ଡିଆନ। ଏବେ ନବୀନ ନିବାସରେ ଚାଲୁନି ନବୀନ ଦରବାର। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ସେ ଏବେ ନେମାଙ୍କ ସହ ଆଲୋଚନା କରୁଛନ୍ତି। ତେବେ ଏସବୁ ପୁଣି କ’ଣ ରାଜନୀତିକୁ ଫେରିବାର!-->…
୧୨ ମାଓବାଦୀ ନିପାତ
ସୁକମା : ଛତିଶଗଡରେ ସୁରକ୍ଷାବଳ ଏନକାଉଣ୍ଟରରେ ୧୨ ମାଓବାଦୀ ନିପାତ ହୋଇଛନ୍ତି । ମାଓ ଦମନ ନେଇ ବିଜାପୁର ଓ ସୁକମା ଜିଲାରେ ବଡ ଧରଣର ଏନକାଉଣ୍ଟର ହୋଇଛି । ସର୍ଚ୍ଚ ଅପରେସନ ସମୟରେ ମାଓବାଦୀଙ୍କ ତରଫରୁ ଆକ୍ରମଣ ହେବା ପରେ ସୁରକ୍ଷାବଳ ତରଫରୁ ପାଲଟା ଜବାବ ଦିଆଯାଇଥିଲା । ଏଥିରେ ୧୨ ଜଣ!-->…
ସରୋଜ ମୋ ସ୍ବାମୀ, ତାଙ୍କ ଦେଖାଶୁଣା ପାଇଁ ଜାମିନ ଜରୁରୀ: ହଂସିତା
ଭୁବନେଶ୍ୱର: ମୋ ସ୍ୱାମୀ ସରୋଜ ସାହୁ। ତାଙ୍କ ଦେହ ଖରାପ ଅଛି। ମୁଁ ତାଙ୍କର ଦେଖାଶୁଣା କରିବି। ତେଣୁ ମତେ ଜାମିନ ମିଳୁ। ଏଭଳି ଲେଖି ଅନ୍ତରୀଣ ଜାମିନ ପାଇଁ ହଂସିତା ଅଭିଲିପ୍ସାଙ୍କ ଓକିଲଙ୍କ ପକ୍ଷରୁ ଆବେଦନ କରାଯାଇଛି। ଅତିରିକ୍ତ ଜିଲ୍ଲା ଦୌରାଜଜ୍-୨(ଏଡିଜେଏମ୍-୨)ଙ୍କ କୋର୍ଟରେ ହଂସିତାଙ୍କ!-->…
ଷ୍ଟାର୍ଟଅପ୍ ଇଣ୍ଡିଆକୁ ୯ ବର୍ଷ, ନବସୃଜନକୁ ଜାରି ରହିବ ସରକାରଙ୍କ ସମର୍ଥନ – ମୋଦୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଦେଶର ଯୁବପିଢିର ବିକାଶ ନିମନ୍ତେ କେନ୍ଦ୍ର ସରକାର ଷ୍ଟାର୍ଟଅପ ଇଣ୍ଡିଆ ଭଳି ଅଭିଯାନ ମାଧ୍ୟମରେ ସମସ୍ତ ସହାୟତା ଜାରି ରଖିବେ। ଆଜି ଷ୍ଟାର୍ଟଅପ ଇଣ୍ଡିଆ ଅଭିଯାନକୁ ୯ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମର!-->…