କଣ୍ଟେନର ଦୁର୍ଘଟଣାରେ ଫଳ ଦୋକାନ ଓ ବାଇକ୍ କ୍ଷତିଗ୍ରସ୍ତ : ଉତ୍ୟକ୍ତ ଯୁବଗୋଷ୍ଠୀଙ୍କ ପଥର ମାଡରେ ଚାଳକ ଗୁରୁତର

ହିଞ୍ଜିଳିକାଟୁ : ମଙ୍ଗଳବାର ବିଳମ୍ବିତ ରାତିରେ ହିଞ୍ଜିଳିକାଟୁ ପୈାର କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଏକ କଣ୍ଟେନର (ଆର ଜେ୨୭ ଜିଡି ୭୨୬୩) ଚକରେ ଛୋଟ ପଥର ବାଜି ରାସ୍ତା ପ୍ବାର୍ଶ୍ବରେ ଛିଡା ହୋଇଥିବା କିଛି ଯୁବକଙ୍କ ଦେହରେ ବାଜିଥିଲା। ଏଥିରେ ଉତକ୍ଷିପ୍ତ ହୋଇ ସଂପୃକ୍ତ ଯୁବଗୋଷ୍ଠୀ

ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରି ଟିକେ କମିଛି । କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ବେଳେ ଶୀତ ପ୍ରାୟ କମ୍ ଅନୂଭୂତ ହେଉଛି । ଏଥିପାଇଁ ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ଯାଏଁ ୫ ଜିଲ୍ଲାରେ କୁହୁଡି ନେଇ ଆଲର୍ଟ

ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରାପୁଟ ଜିଲ୍ଲାର କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ

କାନ୍ଥ ଭାଙ୍ଗି ଲୁଟିନେଲେ ୧କୋଟିରୁ ଅଧିକ ଟଙ୍କା ମୋବାଇଲ

ମାଲକାନଗିରି : ଦିନକୁ ଦିନ ମାଲକାନଗିରି ସହରର ଅଭିବୃଦ୍ଧି ଘଟୁଥିବା ବେଳେ ମାଲକାନ ଗିରି ସହରକୁ ସୀମାନ୍ତ ରାଜ୍ୟ ତେଲେଙ୍ଗା,ଆନ୍ଧ୍ର ଓ ଛତିଶଗଡର ବଡ଼ବଡ ସହର ସହ ଯୋଗାଯୋଗ ହୋଇପାରିଛି । ବାଣିଜ୍ୟ ବ୍ୟବସାୟର ଅଭିବୃଦ୍ଧି ଘଟିବା ସହ ଅପରାଧୀଙ୍କ ସଂଖ୍ୟା ଧୀରେଧୀରେ ବୃଦ୍ଧି ପାଇବାକୁ ଲାଗିଛି ।

ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ ମିଳିବ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା

ସଡ଼କ ଦୁର୍ଘଟଣାର ଶିକାର ହେଲେ ଏଣିକି ଆହତମାନଙ୍କୁ ମିଳିବ ମାଗଣା ଚିକିତ୍ସା। ନିଜେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏହି ବଡ଼ ଘୋଷଣା କରିଛନ୍ତି। ସାରା ଦେଶରେ ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ କ୍ୟାଶଲେସ୍ ଚିକିତ୍ସା ପାଇଁ ମାର୍ଚ୍ଚ ମାସ ସୁଦ୍ଧା ସରକାର ସଂଶୋଧିତ ଯୋଜନା

ନିମ୍ନମାନର ବାଲିରେ କାମ ଚାଲିଛି ଗାର୍ଡୱାଳ ନିର୍ମାଣ କାର୍ଯ୍ୟ….

ନିର୍ମାଣ କାଯ୍ୟରେ ନିୟୋଜିତ ଶିଶୁ ଶ୍ରମିକ । ନିଦ୍ରାରେ ଚାଇଲଡ଼ ଲାଇନ । ମାଲକାନଗିରି / କାଲିମେଳା,୦୮|୦୧ : ରାଜ୍ୟରେ ଶାସନ ବଦଳିଲେ ମଧ୍ୟ ବଦଳିନି ପ୍ରଶାସନର ଭୂମିକା । ପୂର୍ବ ସରକାରରେ ଯେମିତି ଅଭିଯୋଗ କଲେ ମଧ୍ୟ କେହି ଶୁଣିବାକୁ ନଥିଲେ । ବର୍ତ୍ତମାନ ମଧ୍ୟ ସମାନ ଅବସ୍ଥା। ପ୍ରିୟା

କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି

ମାଲକାନଗିରି : କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି । କାନ୍ଥ ଭାଙ୍ଗି ମୋବାଇଲ ଦୋକାନରୁ କୋଟିଏରୁ ଉର୍ଦ୍ଧ ଟଙ୍କାର ମୋବାଇଲ ଫୋନ ଲୁଟି ନେଲେ ଦୁର୍ବୃତ୍ତ । ମାଲକାନଗିରି ଜିଲ୍ଲାର ସବୁ ଠାରୁ ବଡ ମୋବାଇଲ ଦୋକାନ ଭିତରୁ ପ୍ରାୟ ଦେଢ କୋଟି ଟଙ୍କାର ନାମୀ ଦାମୀ ମୋବାଇଲ ଚୋରି କରି ନେଇଛି

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା ସହ ଭୁବନେଶ୍ବରର ୩ଟି ସ୍ଥାନରେ ରେଡ୍ କରୁଛି ଇଡି

ଯମୁନା ପଶ୍ଚିମବଙ୍ଗକୁ ଯିବା ଗୁଜବ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ

ଭୁବନେଶ୍ୱର/ ବାରିପଦା: ବାଘୁଣୀ ‘ଜୀନତ୍’ ଓ ‘ଯମୁନା’ ଓଡ଼ିଶାରେ ଅଛନ୍ତି। ଯମୁନା ପଶ୍ଚିମବଙ୍ଗ ଯିବା ଏକ ଗୁଜବ ବୋଲି କହିଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ। ସେ କହିଛନ୍ତି, ‘ଜୀନତ୍’ ଓ ଯମୁନା ଶିମିଳିପାଳ ଜଙ୍ଗଲରେ ବୁଲୁଛନ୍ତି। ସେମାନଙ୍କ ବିଷୟରେ ମୁଁ ବରିଷ୍ଠ ବନ

ଅଖିଲେଶଙ୍କ ପରେ ଦିଲ୍ଲୀ ନିର୍ବାଚନରେ AAPକୁ ସମର୍ଥନ ଘୋଷଣା କଲେ ମମତା

ଦିଲ୍ଲୀ ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ପକ୍ଷରୁ କଂଗ୍ରେସକୁ ଲାଗିଛି ଆଉ ଏକ ଝଟକା। ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ପରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଫେବୃଆରୀ ୫ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟିକୁ ଏହାର ସମର୍ଥନ ଘୋଷଣା କରିଛି।