Sign in
Sign in
Recover your password.
A password will be e-mailed to you.
ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ମୁତୟନ ହେବେ ୨୪୦ ପ୍ଲାଟୁନ ପୋଲିସ ଫୋର୍ସ
ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଛି ଓଡିଶା ପୋଲିସ । ଆସନ୍ତାକାଲିର ମତଦାନ ପାଇଁ ରାଜ୍ୟରେ ମୁତୟନ ହୋଇଛନ୍ତି ମୋଟ ୨୪୦ ପ୍ଲାଟୁନ ପୋଲିସ ଫୋର୍ସ । ଶାନ୍ତି ଶୃଙ୍ଖଳାରେ ମତଦାନ ଶେଷ କରିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କରାଯାଉଛି!-->…
ମମିତା ମେହେର ମାମଲା ସିବିଆଇକୁ ହସ୍ତାନ୍ତର ହେବା ଦରକାର : ଜାତୀୟ ମହିଳା କମିଶନ ଅଧ୍ୟକ୍ଷା
ଭୁବନେଶ୍ବର: ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗ୍ସ୍ଥିତ ସନ୍ସାଇନ୍ ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ନେଇ କଟକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ଜାତୀୟ ମହିଳା କମିସନ ଅଧ୍ୟକ୍ଷା ରେଖା ଶର୍ମା ପ୍ରେସମିଟ୍ କରିଛନ୍ତି। ସାମ୍ବାଦିକ!-->…
ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି: ଡିଜିପି
ଭୁବନେଶ୍ବ: ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବ ନାହିଁ । ଏଥିରେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ପରବର୍ତ୍ତି ୪ ଟି ପର୍ଯ୍ୟାୟକୁ ବିଶେଷ ଗୂରୁତ୍ୱ ଦିଆଯିବ ବୋଲି ଡିଜିପି ସୁନୀଲ ବଂଶଲ କହିଛନ୍ତି। ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଗୋଟେ!-->…
ପ୍ରଥମ ପର୍ଯ୍ୟାୟ ଭୋଟ ବେଳେ ହିଂସା : ୨୫ଟି ବୁଥରେ ପୁନଃ ନିର୍ବାଚନ ପାଇଁ ପ୍ରସ୍ତାବ
ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବଚାନ ସମୟରେ ରାଜ୍ୟର ଚାରିଟି ଜିଲ୍ଲାରେ ହିଂସାକାଣ୍ଡ ଘଟିଥିଲା। ଫଳରେ ୪ଟି ଜିଲ୍ଲାର ୨୫ଟି ବୁଥରେ ମତଦାନ ବାଧାପ୍ରାପ୍ତ ହୋଇଥିଲା। ଏହି ୨୫ଟି ବୁଥରେ ପୁନର୍ବାର ନିର୍ବାଚନ କରିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ରାଜ୍ୟ!-->…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧା ହେଲେ ଡାକ୍ତର
ଭୁବନେଶ୍ୱର: ଭିଜିଲାନ୍ସ ଇତିହାସରେ ରେକର୍ଡ। ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା ପାଲଟି ଯାଇଛନ୍ତି। କାକଟପୁର ଚାରିଛକରେ କାର୍ଯ୍ୟରତ ଡାକ୍ତର ସୁକାନ୍ତ ଜେନା ଗିରଫ ହୋଇଛନ୍ତି। ଲାଞ୍ଚ ନେବା ବେଳେ ଧରାପଡ଼ିବା ପରେ ଡାକ୍ତରଙ୍କ କଳାଟଙ୍କାର ଗୁମର ଫିଟିଛି। ଭୁବନେଶ୍ୱର!-->…
ଜିଲ୍ଲା ପରିଷଦ ଆଇନରେ ସଂଶୋଧନ
ଭୁବନେଶ୍ବର: ଜିଲ୍ଲା ପରିଷଦ ଆଇନରେ ସଂଶୋଧନ କରାଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷ , ଉପାଧ୍ୟକ୍ଷ ନିର୍ବାଚନ ସମୟରେ ଦଳ ବଦଳ ନିରୋଧ ଆଇନ ଲାଗୁ ହେବ। ନିର୍ବାଚନ ବେଳେ ରାଜନୈତିକ ଦଳ ମାନେ ସେମାନଙ୍କ ପ୍ରାଧିକୃତ ପ୍ରତିନିଧିଙ୍କୁ ନିଯୁକ୍ତି କରି ସେମାନଙ୍କ ନାମ ରାଜ୍ୟ ନିର୍ବାଚନ କମିଶନଙ୍କୁ!-->…
ସାହିତ୍ୟିକ ହରପ୍ରସାଦ ପରିଛା ପଟ୍ଟନାୟକଙ୍କ ବିୟୋଗରେ ସ୍ମୃତି ଚାରଣ ସଭା
ଖଲ୍ଲିକୋଟ (୧୭ /୦୨) : ଖଲ୍ଲିକୋଟ ର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ " ସିନ୍ଧୁ - ଉର୍ମି " ସାହିତ୍ୟ ସଂସଦ ତରଫରୁ ଖଲ୍ଲିକୋଟ ବିକ୍ରମପୁର ଗ୍ରାମ ର କୃତବିଦ୍ୟ କବି ଓ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀ ର ପୂର୍ବତନ ସଚିବ ଡ଼ .ପ୍ରଫେସସର ଅଧ୍ୟାପକ ସ୍ବର୍ଗତ ହର ପରିଛା ପଟନାୟକ ଙ୍କ!-->…
ନିର୍ବାଚନ ହାରିବା ଭୟରେ ରକ୍ତମୁଖା ପାଲଟିଛି ବିଜେପି- ସସ୍ମିତ ପାତ୍ର
ଭୁବନେଶ୍ୱର: ନିର୍ବାଚନୀ ହିଂସା ନେଇ ବିଜେପି ଅଭିଯୋଗର କଡା ଜବାବ ଦେଇଛନ୍ତି ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର । ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ପ୍ରେସମିଟ୍ କରି ବିଜେପିର ଅଭିଯୋଗକୁ କଡା ସମାଲୋଚନା କରିଛନ୍ତି । ଓଡ଼ିଶା, ଓଡ଼ିଶାବାସୀ, ବିଜେଡି ଓ ମୁଖ୍ୟମନ୍ତ୍ରୀ ଶାନ୍ତିପ୍ରିୟ । ।!-->…
ପୁଅର ଟାଙ୍ଗିଆ ଚୋଟରେ ମାଆ ଗୁରୁତର :ଅଭିଯୁକ୍ତ ପୁଅ ଟାଙ୍ଗିଆ ସହ ଥାନାରେ ଆତ୍ମ ସମର୍ପଣ
କନ୍ଧମାଳ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡା ପଞ୍ଚାୟତ ଗୁରୁପଡା ଗାଁ ରେ ଏକ ଅଭାବନୀୟ ଘଟଣା ଘଟିଛି l ଜଣେ ପୁଅ ର ଟାଙ୍ଗିଆ ଚୋଟରେ ମା ଗୁରୁତର ହୋଇ ମେଡିକାଲ ରେ ଭର୍ତି ହୋଇଥିବା ସୂଚନା ମିଳିଛି l ଖବର ରୁ ପ୍ରକାଶ ଯେ ଗୁରୁପଡା ଗାଁ ର ବୈକୁଣ୍ଠ ମିଶ୍ର ନାମକ ଜଣେ ବ୍ୟକ୍ତି ଙ୍କ!-->…
ରସିକିଆ ଡାକ୍ତର ମାଟ୍ରିକ୍ ଫେଲ୍ ! ପୁଣି ବାହା ହେବାକୁ କରୁଥିଲା ଯୋଜନା
ଭୁବନେଶ୍ୱର: ରସିକିଆ ନକଲି ଡାକ୍ତରଙ୍କ ଆହୁରି ଗୁମର ଖୋଲିବାରେ ଲାଗିଛି । ରସିକିଆ ନକଲି ଡାକ୍ତର ରମେଶ ସ୍ୱାଇଁ ମାଟ୍ରିକ ବି ପାସ୍ କରିନଥିବା ସୂଚନରା ମିଳିଛି । ନକଲି ଡାକ୍ତର ମାଟ୍ରିକ ପାସ୍ କରିନଥିବା ସମ୍ପର୍କୀୟ କହିଛନ୍ତି । ଏସବୁ ଅଭିଯୋଗର ଯାଞ୍ଚ କରାଯିବ ବୋଲି କହିଛନ୍ତି ଭୁବନେଶ୍ୱର!-->…