Sign in
Sign in
Recover your password.
A password will be e-mailed to you.
ମାଘ ସପ୍ତମୀ ପ୍ରସିଦ୍ଧ ବୁଡ ଲାଗି ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ଜାରି
କୋଣାର୍କ: ମାଘ ସପ୍ତମୀ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ପ୍ରସ୍ତୁତ ରହିଥିବା ବେଳେ ପ୍ରଶାସନିକ କ୍ଷେତ୍ରରେ ସମସ୍ତ ପକ୍ରିୟା ଶେଷ ହୋଇଛି । ଏହି ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ଼ ୬ ତାରିଖ ଭୋର ରୁ ପଡ଼ିବ ବୋଲି ଜଣାପଡିଛି । କିନ୍ତୁ ଏହି ବୁଡ କୁ ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ କରୋନା କଟକଣା!-->…
ପ୍ରେମିକାକୁ ମାଡ଼ ମାରି ବନ୍ଧା ହେଲା ପ୍ରେମିକ
ଭୁବନେଶ୍ବର: ପ୍ରେମିକାକୁ ମାଡ଼ ମାରି ବନ୍ଧା ହେଲା ପ୍ରେମିକ । ପ୍ରେମିକ ପ୍ରକାମ୍ୟ ସିଂକୁ ଗିରଫ କଲା ଚନ୍ଦ୍ରଶେଖରପୁର ପୋଲିସ । ଅଭିଯୋଗ ଅନୁଯାୟୀ, ୩ବର୍ଷ ଧରି ଉଭୟ ପ୍ରେମ କରୁଥିଲେ । ଉଭୟ ଅଲଗା ହେବା ପରେ ଯୁବତୀ ଜଣକ ସମସ୍ତ ଫଟୋ ଡିଲିଟ୍ କରିଦେବାକୁ ଯୁବକଙ୍କୁ କହିଥିଲେ ।
ହେଲେ!-->!-->!-->…
ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତ ସାଧକ ଡ.ଦାମୋଦର ହୋତାଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ବର: ବିଶିଷ୍ଟ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଗୁରୁ ଡ.ଦାମୋଦର ହୋତାଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୮୬ବର୍ଷ ହୋଇଥିଲା। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ବର ଡାକ୍ତରଖାନାକୁ ନିଆଯାଉଥିଲା। ଡାକ୍ତରଖାନା ନିଆଯାଉଥିବା ବାଟରେ ତାଙ୍କର!-->…
ରଣଜୀ ଟ୍ରଫି ପାଇଁ ୨୦ ଜଣିଆ ଟିମ୍ ଘୋଷଣା କଲା ଓସିଏ
କଟକ: ଆଗାମୀ ରଣଜୀ ଟ୍ରଫି ପାଇଁ ଓସିଏ ପକ୍ଷରୁ ୨୦ ଜଣିଆ ଓଡ଼ିଶା ଟିମ୍ ଘୋଷଣା କରାଯାଇଛି । ଶୁଭ୍ରାଂଶୁ ସେନାପତି ଦଳର ଅଧିନାୟକ ଥିବା ବେଳେ ୫ ଜଣ ନୂଆ ମୁହଁ ଦଳରେ ସ୍ଥାନ ପାଇଛନ୍ତି । ପୂର୍ବରୁ ହଂକଂ ଜାତୀୟ ଦଳରୁ ଖେଳିଥିବା ଅଭିଜ୍ଞ ଅଂଶୁମାନ ରଥ, ପୂର୍ବତନ ଆଇପିଏଲ ଖେଳାଳି ଅଭିଷେକ!-->…
ଅନୁଦାନ ଅର୍ଥର ସଠିକ ଢଙ୍ଗରେ ଉପଯୋଗ ହେଲେ ରାଜ୍ୟର ବିକାଶ ହୋଇପାରିବ : ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
ଭୁବନେଶ୍ବର: ଦିନିକିଆ ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର ରେଳ ଏବଂ ସୁଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି ଯେ ରାଜ୍ୟକୁ ମିଳିଥିବା ଅନୁଦାନ ଅର୍ଥର ସଠିକ ଢଙ୍ଗରେ ଉପଯୋଗ ହେଲେ ରାଜ୍ୟର ବିକାଶ ହୋଇପାରିବ।
କେନ୍ଦ୍ର ସରକାରଙ୍କ 'ଆତ୍ମନିର୍ଭର ଅର୍ଥବ୍ୟବସ୍ଥା ଏବଂ!-->!-->!-->…
ଚାଷୀଙ୍କ ପ୍ରତି ପ୍ରତାରଣା କରୁଛନ୍ତି ସରକାର: କଂଗ୍ରେସ
ଭୁବନେଶ୍ୱର: ଧାନ କିଣାରେ ରାଜ୍ୟ ସରକାରଙ୍କ ଚାଷୀଙ୍କ ପ୍ରତି ଚରମ ପ୍ରତାରଣା ଅଭିଯୋଗ କଲା କଂଗ୍ରେସ। ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପ୍ରଦେଶ କଂଗ୍ରେସ କିଷାନ ସେଲ୍ ସଭାପତି ଅମୀୟ ପଟ୍ଟନାୟକ। ସେ କହିଛନ୍ତି ଯେ, ସାରା ରାଜ୍ୟରେ ହଜାର ହଜାର କୁଇଣ୍ଟାଲ ଧାନ!-->…
ଭାରତରତ୍ନ ଲତାଙ୍କ ଅପୂର୍ବ କଣ୍ଠ ଯୋଗୁ ଚିରକାଳ ଅମର ରହିବେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଭାରତରତ୍ନ ଲତାଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି କିମ୍ବଦନ୍ତୀ ଗାୟିକା ତଥା ମେଲୋଡି କୁଇନ ଲତା ତାଙ୍କର ଅପୂର୍ବ କଣ୍ଠ ଯୋଗୁ ଚିରକାଳ ଅମର ରହିବେ । ତାଙ୍କ ପରଲୋକ ବିଷୟରେ ଜାଣି ମୁଁ ଗଭୀର ମର୍ମାହତ । ସମଗ୍ର ସଙ୍ଗୀତ!-->…
ଦ୍ରୁତ ଗତିରେ କମୁଛି କରୋନା ସଂକ୍ରମଣ, ଖୁବ୍ ଶୀଘ୍ର ଭଲ ସ୍ଥିତିକୁ ଫେରିବା : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ଵର: ରାଜ୍ୟରେ କୋଭିଡ୍ ସ୍ଥିତି ନେଇ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ଦୈନିକ ଟେଷ୍ଟିଂ ୬୦ ରୁ ୬୨ ହଜାର ରହୁଛି। ହେଲେ ଏତେ ଜଲ୍ଦି ସଂକ୍ରମଣ ହ୍ରାସ ପାଇବ ବୋଲି ଆଶା କରାଯାଉନଥିଲା। ବର୍ତ୍ତମାନ ଦ୍ରୁତ ଗତିରେ ସଂକ୍ରମଣ ହ୍ରାସ ପାଉଛି!-->…
ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ମୃତ ସାମ୍ୱାଦିକଙ୍କ ଶେଷକୃତ୍ୟ ସମ୍ପନ୍ନ
କଳାହାଣ୍ଡି: ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ପ୍ରାଣ ହରାଇଥିବା ସାମ୍ବାଦିକ ରୋହିତ ବିଶ୍ୱାଳଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଶୋକାକୂଳ ପରିବେଶରେ ଗାଁରେ ରୋହିତଙ୍କର ଶବ ସତ୍କାର ହୋଇଛି । ସିଆରପିଏଫ୍ କ୍ୟାମ୍ପକୁ ଉଠାଇବା ପାଇଁ ମାଓବାଦୀ ମାରିଥିଲେ ପୋଷ୍ଟର । ପୋଲିସକୁ ଟାର୍ଗେଟ୍ କରି!-->…
ବିଜେଡିରୁ ବହିଷ୍କୃତ ହେଲେ ପୂର୍ବତନ କର୍ପୋରେଟର ଓ ତାଙ୍କ ସ୍ୱାମୀ
କଟକ: ବସ୍ତି ବାସିନ୍ଦାଙ୍କ ପାଇଁ ଉଦ୍ଦିଷ୍ଟ ଫ୍ଲାଟ ହଡପ କରି ବିକ୍ରି କରିବା ପଡିଲା ମହଙ୍ଗା । ବିଜେଡିରୁ ବହିୃଷ୍କୃତ ହେଲେ ପୂର୍ବତନ କର୍ପୋରେଟର ରଞ୍ଜିତା କରଣ ଓ ତାଙ୍କ ସ୍ୱାମୀ ରାଜା କରଣ । ରଞ୍ଜିତାଙ୍କ ସହ ଅଭିଯୁକ୍ତ ରାଜାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କଲା ବିଜେଡି ।!-->…