ମହିଳାଙ୍କୁ ଦୁର୍ଷ୍କମ ଘଟଣା, ଫେରାର ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ : ଜଣେ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ୬୫ ବର୍ଷର ଜଣେ ବୃଦ୍ଧ ଘରେ ଏକାକୀ ପାଇ ବଳପୂର୍ବକ ଦୁର୍ଷ୍କମ କରିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଥିଲା। ଦୁର୍ଷ୍କମ ପରେ ଅଭିଯୁକ୍ତ ବୃଦ୍ଧ ଜଣଙ୍କ ଘଟଣା ସ୍ଥଳରୁ ଚମ୍ପଟ ମାରିବାରେ ସକ୍ଷମ ହୋଇଥିଲେ।‌ ଘଟଣା ନେଇ ପୀଡିତା ମହିଳା

ବିଦ୍ୟାଳୟସ୍ତରୀୟ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟନ

ବିରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ କୃଷ୍ଣ ଗଡତିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶ୍ରୀ ବିଭୀଷଣ ତନ୍ତୀଙ୍କ ତତ୍ୱାବଧାନରେ ଛାତ୍ରଛାତ୍ରୀଙ୍କୁ ନେଇଁ ବାର୍ଷିକ କ୍ରୀଡ଼ା କାଯ୍ୟକ୍ରମ କରାଯାଇଛି ! ଏହା ଦୁଇଦିନ ଧରି ଚାଲିବ ! ଏହି

ମୋଦୀଙ୍କୁ ଧନ୍ୟବାଦ ଦେଲେ ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଏକ ଫଟୋ ସେୟାର କରି ସେ ପିଏମ ମୋଦୀଙ୍କୁ ପ୍ରଶଂସା କରିବା ସହ କହିଛନ୍ତି ଯେ ବାବା

ପ୍ରବାସୀ ଭାରତୀୟ ଦିବସ ପାଇଁ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର: ତିନି ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ପ୍ରତ୍ୟେକ ଦିନ ରାତି ୯ ଟା ପର୍ଯ୍ୟନ୍ତ ଖୋଲା ରହିବ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ରାଜ୍ୟ ସଂଗ୍ରହାଳୟ ସାଧାରଣତଃ ପ୍ରତିଦିନ ଅପରାହ୍ନ ୫.୩୦ ପର୍ଯ୍ୟନ୍ତ

ମୋତେ ଆଉଥରେ ମୁଖ୍ୟମନ୍ତ୍ରୀ ନିବାସରୁ ବାହାର କରାଯାଇଛି : ଅତିଶୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶୀ ମାର୍ଲେନା ଦାବି କରିଛନ୍ତି ଯେ କେନ୍ଦ୍ରର ବିଜେପି ସରକାର ତାଙ୍କୁ ଆବଣ୍ଟିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନର ଆବଣ୍ଟନକୁ ବାତିଲ କରିଛନ୍ତି। ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀର ସେ କହିଛନ୍ତି ଯେ “ଆମ ଘର ଛଡ଼ାଇ ନିଆଯାଉଛି। ନିର୍ବାଚନ ଘୋଷଣାର

ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଅଦିନିଆ ବର୍ଷାର ଶିକାର ହୋଇ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରାଜ୍ୟ ସରକାର ଗତ ଦୁଇ ଦିନ ହେଲା

କୋଣାର୍କରେ ସୂର୍ଯ୍ୟ ମନ୍ଦିର ସହ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଏସ୍. ଜୟଶଙ୍କର

ପୁରୀ: ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନରେ ଯୋଗଦେବାକୁ ସୋମବାର ଭୁବନେଶ୍ବର ଆସି ପହଞ୍ଚିଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର । ଏହାପରେ କୋଣାର୍କର ରାମଚଣ୍ଡୀ ମୁହାଣ ନିକଟ ଇକୋ ରିଟ୍ରିଟ୍‌ରେ ଜୟଶଙ୍କର ରାତ୍ରୀଯାପନ କରିବା ପରେ ଆଜି ପ୍ରଥମେ କୋଣାର୍କ

ନାତିକୁ ନେବା ପାଇଁ ଚାହୁଁଥିଲେ ଅତୁଲଙ୍କ ମା’, ଚର୍ଚ୍ଚାରେ କୋର୍ଟଙ୍କ ‘ଅପରିଚିତ’ ବୟାନ

ପତ୍ନୀଙ୍କ ନିର୍ଯାତନା ସହି ନ ପାରି ଜୀବନ ହାରିଥିବା ଏଆଇ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ୪ ବର୍ଷର ପୁଅ ଏବେ କେଉଁଠି, ତା’ର ତଥ୍ୟ ମିଳିଛି। ଅତୁଲଙ୍କ ପତ୍ନୀ ନିକିତା ସିଙ୍ଘାନିଆ ନିଜର ଓକିଲଙ୍କ ମାଧ୍ୟମରେ ସୁପ୍ରିମକୋର୍ଟଙ୍କୁ ୪ ବର୍ଷର ପୁଅର ଠିକଣା ସମ୍ପର୍କରେ ଅବଗତ କରାଇଛନ୍ତି।

ମମତା ବାନାର୍ଜୀଙ୍କୁ କଡ଼ା ଜବାବ ଦେଲେ ଜଙ୍ଗଲ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ

ଭୁବନେଶ୍ବର: ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ,

ରାଜଧାନୀବସୀଙ୍କୁ ଘର ଆଗ ସଜାଇବାକୁ ଅପିଲ୍ କଲେ ମନ୍ତ୍ରୀ

ଭୁବନେଶ୍ବର: ରାତି ପାହିଲେ ରାଜ୍ୟରେ ଆୟୋଜିତ ହେବାକୁ ଯାଉଛି ୧୭ତମ ପ୍ରବାସୀ ଭାରତୀୟ ଦିବସ । ଏଥିପାଇଁ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ବର । ଓଡିଶାର କଳା, ସଂସ୍କୃତି, ଐତିହ୍ୟ ଏବଂ ଆଲୋକମାଳା ସହ ଝଲସୁଛି ରାଜଧାନୀ । ଏଥିସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ଅତିଥି ଦେବୋ ଭବ ଆଭିମୁଖ୍ୟରେ