Sign in
Sign in
Recover your password.
A password will be e-mailed to you.
ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ଖୁସିଖବର: ବଢିବ ଦରମା !
ଭୁବନେଶ୍ବର : ରାଜ୍ୟରେ କାର୍ଯ୍ୟରତ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି ପାଇବା ସମ୍ଭାବନା ରହିଛି। ରାଜସ୍ଥାନର ଉଦୟପୁରଠାରେ ଆୟୋଜିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଓଡିଶା ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ର ସରକାରଙ୍କୁ ପରାମର୍ଶ!-->…
ସନାତନ ଧର୍ମର ପ୍ରଚାର ପାଇଁ ସାଇକେଲରେ ମାଲକାନଗିରିରୁ ପ୍ରୟାଗରାଜ ଯାତ୍ରା
ମାଲକାନଗିରି: ସନାତନ ଧର୍ମର ପ୍ରଚାର ପାଇଁ ଏକ ପ୍ରୟାସ କରୁଛନ୍ତି ମାଲକାନଗିରି ସହରର ସମାଜସେବୀ ଦିନେଶ ପଟ୍ଟନାୟକ। ସନାତନ ଧର୍ମର ପ୍ରଚାର ପ୍ରସାର ଏବଂ ହିନ୍ଦୁ ଧର୍ମର ନୀତି ଆଦର୍ଶକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସେ ମାଲକାନଗିରିରୁ ପ୍ରୟାଗରାଜକୁ ସାଇକେଲରେ ଯାତ୍ରା ଆରମ୍ଭ!-->…
ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସହ ହିମାଚଳ ପ୍ରଦେଶର ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସୌଜନ୍ୟମୂଳକ…
ଭୁବନେଶ୍ୱର : ଆଜି ହିମାଚଳ ପ୍ରଦେଶର ବୈଷୟିକ ଶିକ୍ଷା ମନ୍ତ୍ରୀ ରାଜେଶ ଧର୍ମାନୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଲୋକସେବା ଭବନସ୍ଥ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଉତ୍ତରୀୟ ଓ କୋଣାର୍କଚକ୍ରର ସ୍ମାରକ ପ୍ରଦାନ କରିଥିଲେ। ଏହି ଅବସରରେ!-->…
ରାଜଧାନୀରେ ବିଭତ୍ସ ଦୃଶ୍ୟ: ଶିଶୁପୁତ୍ରର ମୃତଦେହ ଝୁଣି ଖାଇଲା କୁକୁର
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଏକ ଅଭାବନୀୟ ଘଟଣା ଘଟିଛି । ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇବା ଘଟଣା ଘଟିଛି। ମାନବିକତା ହରାଇଥିବା କେହି ଜଣେ ମଣିଷ ନବଜାତ ଶିଶୁର ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଥିବା କୁହାଯାଉଛି । ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇଥିଲା । ଏଭଳି!-->…
ବନ୍ଦ ହେବ କଟକରେ ଥିବା ୨ଟି ମାଇନର କମ୍ପୋଷ୍ଟ ସେଣ୍ଟର, CMCକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ ୧୬।୧: ମନଇଚ୍ଛା କମ୍ପୋଷ୍ଟ ସେଣ୍ଟର ତିଆରି କରି ଅକଳରେ ପଡିଛି ସିଏମସି ପ୍ରଶାସନ । କଟକ ସହରରେ ଥିବା ୧୩ଟି ମାଇନର କମ୍ପୋଷ୍ଟ ସେଣ୍ଟର (MCC) ମଧ୍ୟରୁ ୨ଟି ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେଲେଙ୍ଗା ବଜାର ସ୍ଥିତ ରଘୁନାଥଜୀଉ ମନ୍ଦିର ପଛରେ!-->…
୧୮ରେ ଚିଲିକାରେ ହେବ ପକ୍ଷୀ ଗଣନା, ୩ ଦିନ ଡଲଫିନ୍ ଗଣନା
ଟାଙ୍ଗୀ ୧୬।୧: ଚିଲିକାରେ ହେବ ପକ୍ଷୀ ଓ ଡଲଫିନ୍ ଗଣନା । ପ୍ରତିବର୍ଷ ଭଳି ଚଳିତ ବର୍ଷ ଏହି ଗଣନା କାର୍ଯ୍ୟ ହେବ । ଗୋଟିଏ ଦିନରେ ସରିବ ପକ୍ଷୀ ଗଣନା । କିନ୍ତୁ ୩ ଦିନ ଧରି ହେବ ଡଲଫିନ୍ ଗଣନା । ଶୁକ୍ରବାର ପକ୍ଷୀ ଗଣନା ପାଇଁ ଟ୍ରେନିଂ କ୍ୟାମ୍ପ ହେବ ଓ ତା'ପର ଦିନ ଅର୍ଥାତ ଶନିବାର ଦିନ ହେବ!-->…
ଆତ୍ମସମର୍ପଣ କଲେ ମହିଳା ନକ୍ସଲ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦି କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଛତିଶଗଡର କେରଲାପାଲ ଏରିଆ କମିଟିର ସଦସ୍ୟା କାଲୁମୁ ପାଇକି(୨୮) ଆତ୍ମସମର୍ପଣ କରିଛନ୍ତି। କାଲୁମୁ ପାଇକିଙ୍କ ଘର ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ପୁଲବାଗେଡ ଗ୍ରାମରେ।!-->…
ପଦ୍ମ ବିଜେତାଙ୍କୁ ସମ୍ମାନସୂଚକ ସହାୟତା ଭାବେ ମାସକୁ ମିଳିବ ୩୦ ହଜାର
ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ । ଓଡ଼ିଶା ସରକାର ଏହି ସହାୟତା ରାଶି ଘୋଷଣା କରିଛନ୍ତି ।ଚଳିତ ଜାନୁଆରି ମାସ ୨୫ରୁ ଏହି ସହାୟତା ରାଶି!-->…
ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମା ଗିରଫ
ରାୟପୁର: ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମାଙ୍କୁ ଗିରଫ କରାଯାଇଛି । ଦୀର୍ଘ ଦିନର ପଚରାଉଚରା ପରେ ଇଡି କୱାସି ଲଖମାଙ୍କୁ ଗିରଫ କରିଛି ଇଡି। ବୁଧବାର ତାଙ୍କୁ ତୃତୀୟ ଥର ପାଇଁ ପଚରାଉଚରା ପାଇଁ ଇଡି କାର୍ଯ୍ୟାଳୟକୁ ଡକାଯାଇଥିଲା ଏବଂ ଏହି ସମୟରେ!-->…
ଭାରତୀୟ ନିର୍ବାଚନକୁ ନେଇ ଟିପ୍ପଣୀ କ୍ଷମା ମାଗିଲା ମେଟା, ‘ଅଜାଣତରେ ଭୁଲ୍ ହୋଇଥିଲା’
ନୂଆଦିଲ୍ଲୀ: ମେଟା ସିଇଓ ମାର୍କ ଜକରବର୍ଗ୍ ୨୦୨୪ ଲୋକସଭା ନିର୍ବାଚନ ସଂକ୍ରାନ୍ତରେ ଦେଇଥିବା ଟିପ୍ପଣୀ ପାଇଁ ମେଟା ଆଜି କ୍ଷମା ମାଗିଛି। ମେଟା ଇଣ୍ଡିଆର ଉପସଭାପତି ଶିବନାଥ ଠୁକରାଲ ଏକ୍ସରେ ଏକ ପୋଷ୍ଟ୍ କରି କହିଛନ୍ତି, କ୍ଷମତାରେ ଥିବା ଅନେକ ଦଳ ୨୦୨୪ ନିର୍ବାଚନରେ ହାରି ଯାଇଛନ୍ତି!-->…