ଦିଲ୍ଲୀ ନିର୍ବାଚନ: ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଜାରି

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି ବିଜେପି। ଏହି ପର୍ଯ୍ୟାୟରେ ୨୯ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ। ତା’ ମଧ୍ୟରେ ରହିଛି ପୂର୍ବତନ ଲୋକସଭା ସାଂସଦ ପ୍ରବେଶ ସାହିବ ସିଂହ ବର୍ମା ଓ ରମେଶ ବିଧୂଡ଼ୀଙ୍କ ନାଁ।

ଜାନୁଆରୀ ୧୫ ପରେ ମିଳିବ ସୁଭଦ୍ରାର ଚତୁର୍ଥ ପର୍ଯ୍ୟାୟ କିସ୍ତି

ଭୁବନେଶ୍ବର: ବଢିଲା ସୁଭଦ୍ରା ଯାଞ୍ଚ ସମୟ । ଏବେ ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଆଜି ଚତୁର୍ଥ ପର୍ଯ୍ୟାୟ ଟଙ୍କା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏନେଇ

ପାଣିକୋଇଲି ପଣ୍ଡା ଅଳଙ୍କାରରେ ବନ୍ଧୁକ ଫୁଟାଇ ଲୁଟ ଉଦ୍ୟମ, ୨ ମୃତ, ଦୁଇ ଅଭିଯୁକ୍ତ ଅଟକ

ଯାଜପୁର/ରୋଡ଼/ଟାଉନ : ଯାଜପୁର ଜିଲ୍ଲା ପାଣିକୋଇଲି ଛକରେ ଥିବା ପଣ୍ଡା ଅଳଙ୍କାର ଦୋକାନରେ ଆଜି ମଧ୍ୟାହ୍ନ ରେ ସଶସ୍ତ୍ର ଡକାୟତି ଉଦ୍ୟମ ହୋଇଛି l ଡକାୟତଙ୍କ ଗୁଳିରେ ଦୋକାନର ଦୁଇ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି l ତେବେ ପରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ଅଵସ୍ଥା

ନିଯୁକ୍ତ ହେବେ ଆଉ ୨ ହଜାର ଟ୍ରାଫିକ୍ ପୋଲିସ୍

ଭୁବନେଶ୍ବର: ଚଳିତ ବର୍ଷ ୫୦୦ ଟ୍ରାଫିକ ପୋଲିସଙ୍କୁ ମିଳିବ ନିଯୁକ୍ତି । ଟ୍ରାଫିକ ସମସ୍ୟା ପାଇଁ ଆଉ ଅଧିକ ୨୦୦୦ ଟ୍ରାଫିକ୍ କର୍ମଚାରୀ ପୋଷ୍ଟ ବାହାରକରାଯିବ । ଖାଲି ସେତିକି ନୁହେଁ ଘରୋଇ ବସ ମାନଙ୍କରେ ମଧ୍ୟ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ସ୍ମାର୍ଟ ମିଟର ଲାଗିବ । ଆଜି ଜାତୀୟ ସଡକ ସୁରକ୍ଷା

୮ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୮ ତାରିଖରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ମୋଦି । ଏହାପରେ ତା ପରଦିନ ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ତେବେ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୮ତାରିଖ ରାତି

ନକଲି ମଦ ଚୋରା ଚାଲାଣ ବେଳେ ଅବକାରୀ ଗୁଇନ୍ଦା ବିଭାଗର ଚଢ଼ାଉ :୧ ଗିରଫ

ହିଞ୍ଜିଳିକାଟୁ ୪!୧ ନକଲି ମଦ ଚୋରା ଚାଲାଣର ନୂଆ ତରିକା । ଯାତ୍ରୀବାହୀ ବସ୍‌ରେ କୁରୁକୁରେ କାର୍ଟୁନ୍ ରେ ନକଲି ମଦ ନେଉଥିଲେ । ନକଲି ମଦ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଗୁଇନ୍ଦା ଵିଭାଗପୋଲିସ ‌।ଜଣଙ୍କୁ ଗିରଫ କରିବା ସହ ୧୭.୨୮୦ ଲିଟର ନକଲି ମଦ ଓ ଈ ସ୍କୁଟି ଜବତ କରିଛି ଗୁଇନ୍ଦା

ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ଓଡ଼ିଆ ଅଧ୍ୟାପକଙ୍କୁ ଥାନାରେ ହାଜର ପାଇଁ ନୋଟିସ…

ନୟାଗଡ଼: ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ର ଅଧ୍ୟକ୍ଷ ବିପିନ କୁମାର ପଟ୍ଟନାୟକ ଙ୍କୁ ଓଡ଼ିଆ ବିଭାଗ ଅଧ୍ୟାପକ ବାନାମ୍ବର ପୃଷ୍ଟି ମାଡ଼ ମାରିବା ଏବଂ ଦୃବ୍ୟବହାର କରିବା ଘଟଣାରେ ନୟାଗଡ଼ ଟାଉନ ଥାନାରେ ମାମଲା ରୁଜୁ କରାଯାଇଛି । ଏହି ଘଟଣାରେ ପ୍ରତ୍ୟେକ୍ଷଦର୍ଶୀ ଙ୍କୁ ପଚରା ଉଚରା କରିବା

ସାପ କାମୁଡାର ଚିକିତ୍ସା ଓ ପ୍ରତିକାରକୁ ନେଇ କର୍ମଶାଳା

ମାଲକାନଗିରି, ୩।୧ : ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସାପ କାମୁଡାର ଚିକିତ୍ସା ଓ ପ୍ରତିକାରକୁ ନେଇ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ସିଏଚ.ଏମ ଜଗନ୍ନାଥ ରାଓଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ସମସ୍ତ ସିଏଚସି ଓ ପିଏଚସି

ଲଣ୍ଡାଗାଁ ପଞ୍ଚାୟତରେ ଧାନ ମଣ୍ଡି ଉଦଘାଟିତ

ବାଲିଗୁଡା,: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତ ରେ ଆରମ୍ଭ ହୋଇଛି ଧାନ କିଣା ବ୍ୟବସ୍ଥା । ଏହି କ୍ରମରେ ଆରଏମସି ର ଏକ ନୂତନ କୋଠା ପରିସରରେ ଧାନ ମଣ୍ଡିର ଶୁଭାରମ୍ଭ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଯୋଗାଣ ବିଭାଗ ଅଧିକାରୀ ଦିଲୀପ