ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମା ଗିରଫ

ରାୟପୁର: ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମାଙ୍କୁ ଗିରଫ କରାଯାଇଛି । ଦୀର୍ଘ ଦିନର ପଚରାଉଚରା ପରେ ଇଡି କୱାସି ଲଖମାଙ୍କୁ ଗିରଫ କରିଛି ଇଡି। ବୁଧବାର ତାଙ୍କୁ ତୃତୀୟ ଥର ପାଇଁ ପଚରାଉଚରା ପାଇଁ ଇଡି କାର୍ଯ୍ୟାଳୟକୁ ଡକାଯାଇଥିଲା ଏବଂ ଏହି ସମୟରେ

ଭାରତୀୟ ନିର୍ବାଚନକୁ ନେଇ ଟିପ୍ପଣୀ କ୍ଷମା ମାଗିଲା ମେଟା, ‘ଅଜାଣତରେ ଭୁଲ୍‌ ହୋଇଥିଲା’

ନୂଆଦିଲ୍ଲୀ: ମେଟା ସିଇଓ ମାର୍କ ଜକରବର୍ଗ‌୍‌ ୨୦୨୪ ଲୋକସଭା ନିର୍ବାଚନ ସଂକ୍ରାନ୍ତରେ ଦେଇଥିବା ଟିପ୍ପଣୀ ପାଇଁ ମେଟା ଆଜି କ୍ଷମା ମାଗିଛି। ମେଟା ଇଣ୍ଡିଆର ଉପସଭାପତି ଶିବନାଥ ଠୁକରାଲ ଏକ୍ସରେ ଏକ ପୋଷ୍ଟ୍‌ କରି କହିଛନ୍ତି, କ୍ଷମତାରେ ଥିବା ଅନେକ ଦଳ ୨୦୨୪ ନିର୍ବାଚନରେ ହାରି ଯାଇଛନ୍ତି

ଖାଲିଦା ଜିଆଙ୍କୁ ଖଲାସ କଲା ବାଂଲାଦେଶ ସୁପ୍ରିମକୋର୍ଟ

ଢାକା: ଦୁର୍ନୀତି ମାମଲାରେ ବାଂଲାଦେଶ ହାଇକୋର୍ଟ ବାଂଲାଦେଶ ନ୍ୟାସନାଲିଷ୍ଟ୍‌ ପାର୍ଟି (ବିଏନ୍‌ପି)ର ନେତ୍ରୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆ (୭୯)ଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିଥିଲେ। ଏହି ମାମଲାରେ ଆଜି ଦେଶର ସୁପ୍ରିମକୋର୍ଟ ତାଙ୍କୁ ନିର୍ଦ୍ଦୋଶରେ ଖଲାସ

ଦୁଇରୁ ଅଧିକ ସନ୍ତାନ ଥିଲେ ହିଁ ପଞ୍ଚାୟତ, ପୌର ନିର୍ବାଚନ ଲଢିପାରିବ : ଚନ୍ଦ୍ରବାବୁ

ବିଶାଖାପାଟଣା: ଦିନ ଥିଲା ଅଧିକ ସନ୍ତାନ ଥିବା ବ୍ୟକ୍ତିଙ୍କୁ ପଞ୍ଚାୟତ କିମ୍ବା ପୌର ନିର୍ବାଚନ ଲଢ଼ିବାକୁ ଅନୁମତି ଦିଆଯାଉନଥିଲା। କିନ୍ତୁ ଏବେ ସମୟ ବଦଳିଯାଇଛି । ଏବେ ଅଧିକ ସନ୍ତାନ ଥିବା ଲୋକଙ୍କୁ ହିଁ ନିର୍ବାଚନ ଲଢିବାକୁ ଅନୁମତି ମିଳିବାକୁ ଯାଉଛି ।ଆନ୍ଧ୍ରପ୍ରଦେଶରେ ଏବେ ଲାଗୁ ହେବ ଏକ

ସୈଫ୍‌ଙ୍କୁ ଆକ୍ରମଣ ଘଟଣାରେ କ୍ରାଇମବ୍ରାଞ୍ଚ ତନାଘନା, କର୍ମଚାରୀଙ୍କ ମୋବାଇଲ୍ ଜବତ

ନୂଆଦିଲ୍ଲୀ ୧୬।୦୧: ସୁପରଷ୍ଟାର ସୈଫ ଅଲୀ ଖାନଙ୍କ ଉପରେ ଆକ୍ରମଣକୁ ନେଇ ଭୟଭୀତ ବଲିଉଡ । ରାତି ୨ଟାରେ ଦୁର୍ବୃତ୍ତ ଅଭିନେତାଙ୍କୁ କରିଥିଲା ଆକ୍ରମଣ । ଏହାପରେ ସୈଫ୍‌ଙ୍କୁ ଲୀଳାବତୀ ହସ୍ପିଟାଲ୍‌ରେ କରାଯାଇଥିଲା ଭର୍ତ୍ତି । ସୈଫଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ଥିବା ଜଣାପଡିଛି ।

ବଲିଉଡ ଅଭିନେତା ସୈଫ ଅଲି ଖାନଙ୍କୁ ଛୁରାମାଡ଼

ମୁମ୍ଵାଇ ୧୬।୦୧; ବଲିଉଡ ଅଭିନେତା ସୈଫ ଅଲି ଖାନଙ୍କୁ ଛୁରାମାଡ଼ । ମୁମ୍ୱାଇର ବାନ୍ଦ୍ରା ସ୍ଥିତ ଘରେ ପଶି ଅଭିନେତାଙ୍କୁ ଛୁରୀରେ ଆକ୍ରମଣ କରିଛି ଦୁବୃର୍ତ୍ତ ।୨ରୁ ତିନି ଥର ଛୁରୀରେ ଆଘାତ କରିଥିଲେ। ଯାହା ମଧ୍ୟରୁ ଦୁଇଟି ଗଭୀର ଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଲୀଲାବତୀ ହସ୍ପିଟାଲରେ

କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦୀ ସରକାରଙ୍କ ବଡ଼ ଭେଟି, ୮ମ ବେତନ ଆୟୋଗ ଗଠନକୁ ମଞ୍ଜୁରି

ନୂଆଦିଲ୍ଲୀ: ମୋଦୀ ସରକାର ଗୁରୁବାର କେନ୍ଦ୍ର ସରକାର କର୍ମଚାରୀଙ୍କୁ ବଡ଼ ଭେଟି ଦେଇଛନ୍ତି । କେନ୍ଦ୍ରର ମୋଦୀସରକାର ଅଷ୍ଟମ ବେତନ ଆୟୋଗକୁ ମଞ୍ଜୁରି ଦେଇଛନ୍ତି । ସରକାରଙ୍କ ଏହି ନିଷ୍ପତ୍ତି ପରେ ସାରା ଦେଶର କୋଟି କୋଟି ସରକାରୀ କର୍ମଚାରୀଙ୍କ ଦରମାରେ ବମ୍ପର ବୃଦ୍ଧି ହେବ । କେନ୍ଦ୍ରମନ୍ତ୍ରୀ

ମାଓବାଦୀ ଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ପରେ ଜୋରଦାର କୁମ୍ବି ରେ ବହୁ ପରିମାଣର ଅସ୍ତ୍ର ଶସ୍ତ୍ର ଜବତ…

ମାଲକାନଗିରି : ଗତକିଛି ଦିନ ତଳେ ସୀମାନ୍ତ ଛତିଶଗଡ଼ ରେ ମାଓବାଦୀ ଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ପରେ କୁମ୍ବି ଅପରେସନ କୁ ଜୋରଦାର କରାଯାଇଛି । ଯାହାର ପରିମାଣ ଦେଖିବାକୁ ମିଳିଛି ସୀମାନ୍ତ ରାଜ୍ୟ ଛତିଗଡ଼ ରେ । ଛତିଶଗଡ଼ର କୋଣ୍ଡାଗାଓଁ ଜିଲ୍ଲାରେ ସୁରକ୍ଷା କର୍ମିଙ୍କୁ ମିଳିଛି ବଡ ସଫଳ ।

ଗଛ ରୁ ପଡ଼ି ଯୁବକ ମୃତ, ବିଦ୍ୟୁତ ସଂଶ୍ବର୍ସରେ ମୃତ୍ୟୁ ଅଭିଯୋଗ କରି ରାସ୍ତା ଅବରୋଧ ।

ଗଜପତି : ଗଛରୁ ପଡ଼ି ଯୁବକ ମୃତ। ବିଦ୍ୟୁତ ସଂସ୍ପର୍ଷରେ ମୃତ୍ୟୁ ଅଭିଯୋଗ କରି ରାସ୍ତା ଅବରୋଧ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ସେରଙ୍ଗ ଥାନା ଅଧୀନ ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ ବଡ଼ପଦା ଗ୍ରାମରେ। ମୃତ ଯୁବକ ହେଲେ ରାମଗିରି ଗ୍ରାମର ୩୧ ବର୍ଷୀୟ କାଳିଆ ଗଉଡ଼ । ସୂଚନା ମୁତାବକ

ଭୟର କାରଣ ନାହିଁ: ଏଚ୍ଏମ୍‌ପିଭି ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା

ଭୁବନେଶ୍ୱର: ରାଜ୍ୟରେ ହ୍ୟୁମାନ ମେଟାପ୍ନୁମୋଭାଇରସ୍ (ଏଚ୍ଏମ୍‌ପିଭି)ର କୌଣସି ସମ୍ଭାବ୍ୟ ମାମଲା ପାଇଁ ପ୍ରସ୍ତୁତି ଆକଳନ କରିବା ଲାଗି ଓଡ଼ିଶା ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି.। କମିସନର-କମ୍-ସଚିବ ଅଶ୍ୱତୀ ଏସ୍‌ଙ୍କ