ସାପ କାମୁଡାର ଚିକିତ୍ସା ଓ ପ୍ରତିକାରକୁ ନେଇ କର୍ମଶାଳା

ମାଲକାନଗିରି, ୩।୧ : ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସାପ କାମୁଡାର ଚିକିତ୍ସା ଓ ପ୍ରତିକାରକୁ ନେଇ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ସିଏଚ.ଏମ ଜଗନ୍ନାଥ ରାଓଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ସମସ୍ତ ସିଏଚସି ଓ ପିଏଚସି

ଲଣ୍ଡାଗାଁ ପଞ୍ଚାୟତରେ ଧାନ ମଣ୍ଡି ଉଦଘାଟିତ

ବାଲିଗୁଡା,: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତ ରେ ଆରମ୍ଭ ହୋଇଛି ଧାନ କିଣା ବ୍ୟବସ୍ଥା । ଏହି କ୍ରମରେ ଆରଏମସି ର ଏକ ନୂତନ କୋଠା ପରିସରରେ ଧାନ ମଣ୍ଡିର ଶୁଭାରମ୍ଭ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଯୋଗାଣ ବିଭାଗ ଅଧିକାରୀ ଦିଲୀପ

ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ ଏକଦିବସୀୟ ଆଲୋଚନାଚକ୍ର

ମାଲକାନଗିରି : ଆଜି ତା ୦୩/୦୧/୨୦୨୫ରିଖ ଶୁକ୍ରବାର ରେ ପି.ଏମ୍.ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ, ମାଲକାନଗିରି ଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ ଗୋଟିଏ ଏକ ଦିବସୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଭାରତୀୟ ରିଜର୍ଭ ବ୍ୟାଙ୍କର ୯୦ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମଟିର

ବୁଟିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟରୁ ଚୋରି

ମାଲକାନଗିରି : ମାଲକାନଗିରି ସଦର ମହକୁମା ଠାରେ ଥିବା ବୁଟିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟରୁ ରୁ ଚୋରି ହୋଇ ଥିବା ଅଭିଯୋଗ ହୋଇଛି ।ଆଜି ସକାଳେ ପ୍ରଧାନ ଶିକ୍ଷକଶ୍ରୀ ପୂର୍ଣଚନ୍ଦ୍ର ଖଣ୍ଡପାଣି ସ୍କୁଲରେ ପ୍ରବେଶ କରି ଅଫିସ କୁ ଯିବା ସମୟରେ ସେ ଅଫିସ ରୁମ କବାଟ ଖୋଲାଥିବା ଦେଖିବାକୁ ପାଇଥିଲେ ।

ରାଜ୍ୟ ବଜେଟ୍‌ ପାଇଁ ଜନସାଧାରଣ ଦେଇପାରିବେ ମତାମତ: ଅର୍ଥ ବିଭାଗ

ଭୁବନେଶ୍ବର: ଆର୍ଥିକ ବର୍ଷ ୨୦୨୪-୨୫ ସରିସରି ଆସୁଥିବା ‌ବେଳେ ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟର ବିକାଶ ପାଇଁ କେଉଁ ବିଭାଗକୁ କେତେ ଟଙ୍କା ଦେବେ ଏନେଇ ଏଥି ପାଇଁ ସରକାରଙ୍କ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ଆରମ୍ଭ କରି ବିଭିନ୍ନ

ମାଆ ହେଲା କଳା କଲରାପତରିଆ ବାଘ

ଭୁବନେଶ୍ୱର: ନୟାଗଡ଼ ଜଙ୍ଗଲରେ କଳା କଲରାପତରିଆ ବାଘ ନିଜ ଛୁଆକୁ ବହନ କରୁଥିବା ଏକ ବିରଳ ଚିତ୍ର ଦେଖିବାକୁ ମିଳିଛି। ଅର୍ଥାତ୍ ଦ୍ୱିତୀୟ ଥର ପାଇ ମା ହେଲା କଳା କଲରାପତରିଆ ବାଘ। ସୂଚନା ଦେଇଛନ୍ତି ନୟାଗଡ ବନାଞ୍ଚଳ ଅଧିକାରୀ । ନୟାଗଡ ବନାଞ୍ଚଳ ଅଧୀନ ଓ ମହାନଦୀ ୱାଇଲଡ଼ ଲାଇଫ ବନାଞ୍ଚଳ

ଆଜିଠୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ବରଗଡ଼ରେ ବସିବ ଦରବାର, ଶୁଭିବ କଂସଙ୍କ ଅଟହାସ୍ୟ । ଆଜିଠୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ମହାରାଜ କଂସଙ୍କ ରାଜୁତି । ବରଗଡ଼ ପାଲଟି ଯିବ ମଥୁରା ନଗରୀ , ଅମ୍ବାପାଲି ପାଲଟିଯିବ ଗୋପପୁର ଏବଂ ଚିର ପ୍ରବାହିତ ଜୀରାନଦୀ

ଭାରତୀୟ ଷ୍ଟେଟବ୍ୟାଙ୍କ ରାଏବଗା ଶାଖା ତରଫରୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଡାଏରୀ ଓ କ୍ୟାଲେଣ୍ଡର ବଣ୍ଟନ…

ବିରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ରାଏବଗା ବ୍ୟାଙ୍କ ପ୍ରବନ୍ଧକ ଶ୍ରୀ ଯୁକ୍ତ ସବ୍ୟସାଚୀ ମେହେରଙ୍କ ତତ୍ତ୍ୱବଧାନରର ନୂଆବର୍ଷ ଉପଲକ୍ଷେ ପ୍ରତ୍ୟକ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଡାକ୍ତର ଙ୍କୁ ଭେଟି ଡାଏରୀ ଓ କ୍ୟାଲେଣ୍ଡର ବ୍ୟାଙ୍କ ତରଫରୁ ପ୍ରଦାନ କରିଥିଲେ | ଏବଂ ଛାତ୍ରଛାତ୍ରୀଙ୍କୁ

ଏନକାଉଣ୍ଟରରେ ଟଳିଲେ ୩ ମାଓବାଦୀ

ରାୟପୁର: ଛତିଶଗଡର ଗରିଆବନ୍ଧ ଜିଲ୍ଲାର ଇନ୍ଦାଗାଓଁ ଥାନା ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। କାଣ୍ଡେଶ୍ୱର ଗ୍ରାମରେ ବସ୍ତର ବାଟାଲିୟନ ଏବଂ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଏହି ଏନକାଉଣ୍ଟରରେ ୩

ଭାଇ ଭଉଣୀଙ୍କୁ ଗୁଳିମାଡ଼: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଅନୁଗଳ: ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଗମଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ହୋଇଛି। ବିଳମ୍ୱିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଭାଇ ଭଉଣୀଙ୍କ ଉପରେ ହଠାତ୍ ଗୁଳିମାଡ଼ ହୋଇଥିଲା । ଏଥିରେ ଭାଇଭଉଣୀ ଗୁରୁତର ହୋଇଛନ୍ତି । ୯ ବର୍ଷର ଭାଇ