Sign in
Sign in
Recover your password.
A password will be e-mailed to you.
୪ଜଣଙ୍କୁ ଖେଳରତ୍ନ, ୩୨ଜଣଙ୍କୁ ଅର୍ଜୁନ ପୁରସ୍କାର; ତାଲିକାରେ ନାହାନ୍ତି ଜଣେ ବି କ୍ରିକେଟର
ନୂଆଦିଲ୍ଲୀ : ବିଶ୍ୱ ଚେସ୍ ଚାମ୍ପିଅନ୍ ଡି ଗୁକେଶ ଓ ଅଲିମ୍ପିକ୍ସରେ ୨ଟି ପଦକ ଜିତିଥିବା ଷ୍ଟାର ଶୁଟର୍ ମନୁ ଭାକରଙ୍କୁ ମିଳିବ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ମନୁ ଭାକର ଓ ଡି. ଗୁକେଶଙ୍କ ସମେତ ପୁରୁଷ ହକି ଦଳର ଅଧିନାୟକ ହରମନପ୍ରୀତି ସିଂହ ଓ!-->…
ନୟାଗଡ଼ ସ୍ଵୟଂଶାସିତ ମହାବିଦ୍ୟାଳୟ ରେ ଅଭାବନୀୟ ଘଟଣା…
ନୟାଗଡ଼ : ନୟାଗଡ଼ ସ୍ଵୟଂଶାସିତ ମହାବିଦ୍ୟାଳୟ ରେ ଅଭାବନୀୟ ଘଟଣା ଘଟିଛି । ମହାବିଦ୍ୟାଳୟ ର ଓଡ଼ିଆ ବିଭାଗ ଅଧ୍ୟାପକ ବାନମ୍ବର ପୃଷ୍ଟି ଅଧ୍ୟକ୍ଷ ବିପିନ କୁମାର ପଟ୍ଟନାୟକ ଙ୍କୁ ର୍ଦୁବ୍ୟବହାର ଓ ମାଡ଼ ମାରିବା ପରି ସଙ୍ଗୀନ ଅଭିଯୋଗ ଆଣି ନୟାଗଡ଼ ଟାଉନଥାନାରେ ଏତଲା ଦେଇଛନ୍ତି ବୋଲି ଥାନା!-->…
ଇଂରାଜୀ ନୂଆବର୍ଷରେ ମନ୍ଦିର ଓ ପର୍ଯ୍ୟଟନସ୍ଥଳୀରେ ଭିଡ଼
ବାଲିଗୁଡା,୦୧/୦୧ : ପବିତ୍ର ଇଂରାଜୀ ନୂଆବର୍ଷ ଅବସରରେ ବୁଧବାର କନ୍ଧମାଳ ଜିଲାର ବିଭିନ୍ନ ମନ୍ଦିର ଏବଂ ପର୍ଯ୍ୟଟନ ସ୍ଥଳୀରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ବର୍ଷର ପ୍ରଥମ ଦିନ ଦେବାଦେବୀଙ୍କୁ ଦର୍ଶନ କରି ଆଶିଷ ଲଭିବାକୁ ସକାଳୁ ମନ୍ଦିର ମାନଙ୍କରେ ଭକ୍ତଙ୍କ ଭିଡ଼ ଜମିଥିଲା। କନ୍ଧମାଳ!-->…
ବାଲିଗୁଡ଼ା ଆଇଟିଡିଏରେ ନୂତନ ପ୍ରକଳ୍ପ ପ୍ରଶାସକଙ୍କ ଯୋଗଦାନ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ପ୍ରକାରେ ଏହି ନିଯୁକ୍ତି!-->…
୫ମ ଆରସିଏ କପ୍ : ଆୟୋଜକ ରଙ୍ଗଣି ପାଟଣାକୁ ହରାଇ ଶାଳଝରିଆ ଚାମ୍ପିଅନ
ଓଡଗାଁ : ୫ମ ଆରସିଏ କପ୍ ଫାଇନାଲ ରେ ଆୟୋଜକ ରଙ୍ଗଣି ପାଟଣା କୁ ହରାଇ ଶାଳଝରିଆ ଚାମ୍ପିଅନ ।ଆରସିଏ କପ୍ ଫାଇନାଲରେ ତିନୋଟି ମ୍ୟାଚ୍ ଖେଳାଯାଇଥିଲା । ପ୍ରଥମ ଫାଇନାଲରେ ଆୟୋଜକ ରଙ୍ଗଣି ପାଟଣା ଟସ୍ ଜିତି ନିର୍ଦ୍ଧାରିତ ୧୦ ଓଭର ରେ ୬ ୱିକେଟ ବିନିମୟରେ ୧୦୧ ରନ କରିଥିବା ବେଳେ ଶାଳଝରିଆ ୭.୪!-->…
ମନମୋହନ ସିଂହଙ୍କୁ ଭାରତ ରତ୍ନ ପ୍ରଦାନ ପାଇଁ ପ୍ରସ୍ତାବ ପାରିତ
ନିକଟରେ ତେଲେଙ୍ଗାନା ବିଧାନସଭାରେ ଏକ ସଂକଳ୍ପ ପାରିତ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଭାରତ ରତ୍ନ ପ୍ରଦାନ କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଥିଲା। ସେବେଠାରୁ ଏହି ମାନ୍ୟତା ପାଇଁ କଂଗ୍ରେସ ଦଳ ଭିତରେ ସମର୍ଥନ ବଢ଼ିବାରେ ଲାଗିଛି।
ରାଜ୍ୟସଭାରେ କଂଗ୍ରେସ!-->!-->!-->…
୨୦୨୯ ବେଳକୁ ଦେଶରେ ଟୁରିଜିମ୍ ହବ୍ ହେବ ଓଡ଼ିଶା
ଭୁବନେଶ୍ବର: ଏବେ ଓଡିଶାର ପର୍ଯ୍ୟଟନସ୍ଥଳୀ ଗୁଡିକ ଆଉ ଲୁକ୍କାଇତ ହୋଇରହିବନି । ସମସ୍ତ ପର୍ଯ୍ୟଟନସ୍ଥଳୀର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଭରପୁର ଉପଭୋଗ କରିବେ ପର୍ଯ୍ୟଟକ । କାରଣ ଟୁରିଜିମ୍ ହବ୍ ହେବ ଓଡ଼ିଶା । ପର୍ଯ୍ୟଟନ କ୍ଷେତ୍ରରେ ଦେଶରେ ୩ ନମ୍ବର ରାଜ୍ୟ ହେବ ଓଡ଼ିଶା । ଏଭଳି କିଛି!-->…
ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍
ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍। ଏ ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ବସ୍ ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା ବେଳେ ଆସନ୍ତାକାଲି ପହଞ୍ଚିବ ବୋଲି!-->…
୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଜିପି ପାହ୍ୟାକୁ ପଦୋନ୍ନତି
ଭୁବନେଶ୍ବର : ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି କରିଛନ୍ତି । ସେମାନେ ହେଲେ ୧୯୯୩ ବ୍ୟାଚ୍ ର ଆଇପିଏସ ବିନୟତୋଷ ମିଶ୍ର , ରାଓସାହେବ ପଞ୍ଜାବ୍ରୋ କୋଚେ ଏବଂ ଶୁଶାନ୍ତ କୁମାର ନାଥ ।
୧୯୯୩ ବ୍ୟାଚର ଆଇପିଏସ ବିନୟତୋଷ ମିଶ୍ର ଓ ଆର ପି!-->!-->!-->…
ଭାରତ ଆସିବ ୨୬/୧୧ ମୁମ୍ବାଇ ଆକ୍ରମଣ ଅଭିଯୁକ୍ତ ତହବୁର ହୁସେନ
ଆମେରିକୀୟ କୋର୍ଟରେ ଭାରତ ଏକ ବଡ଼ ବିଜୟ ହାସଲ କରିଛି। ବହୁ ଚର୍ଚ୍ଚିତ ୨୬/୧୧ ମୁମ୍ବାଇ ଆକ୍ରମଣରେ ସଂପୃକ୍ତ ଆତଙ୍କବାଦୀ ତହବୁର ହୁସେନ ରାଣାକୁ ଖୁବଶୀଘ୍ର ଭାରତକୁ ଅଣାଯିବ। ଆତଙ୍କବାଦୀ ଆକ୍ରମଣରେ ସଂପୃକ୍ତ ଥିବା ତହବୁର ରାଣାର ପ୍ରତ୍ୟର୍ପଣ ପାଇଁ ଆମେରିକା ସବୁଜ ସଙ୍କେତ ଦେଇଛି।!-->…