‘କେରଳ ମିନି ପାକିସ୍ତାନ’ ବୟାନ ପାଇଁ ବିବାଦରେ ମନ୍ତ୍ରୀ ରାଣେ

ମୁମ୍ବାଇ : ବିବାଦରେ ମହାରାଷ୍ଟ୍ରର କ୍ଷମତାସୀନ ମହାୟୁତି ସରକାରର ମନ୍ତ୍ରୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ। ସେ ଦେଇଥିବା ବୟାନ ବିବାଦର କେନ୍ଦ୍ରବିନ୍ଦୁ ପାଲଟିଛି। କଂଗ୍ରେସର ରାହୁଲ ଗାନ୍ଧି ଓ କେରଳର ୱାୟନାଡରୁ ସାଂସଦ ହୋଇଥିବା ପ୍ରିୟଙ୍କା ଗାନ୍ଧି

ପି.କେ ମିଶ୍ରଙ୍କ ଝିଅ-ଜ୍ୱାଇଁ କହି ଠକୁଥିଲେ ହଂସିକା ଓ ଅନୀଲ୍‌

ଭୁବନେଶ୍ବର : ଠକେଇର ସବୁ ସୀମା ପାର୍‌ କରିଦେଲେ। ଠକେଇ କଲେ କଲେ ଶେଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ ମିଶ୍ରଙ୍କୁ ଛାଡ଼ିଲେନି। ତାଙ୍କ ଝିଅ-ଜ୍ୱାଇଁର କହି ଠକୁଥିଲେ ଦୁଇ ଠକ। ତାହା ପୁଣି ରାଜ୍ୟ ରାଜଧାନୀ ଭୁବନେଶ୍ୱର ଛାତି ଉପରେ। ଏନେଇ ଏକାଧିକ ଅଭିଯୋଗ ହେବା ପରେ ଦୁଇ ଅଭିଯୁକ୍ତ

ଜିନ୍ନତ ଏବେ ପୂରା ଫିଟ୍‌, ଖୁବ ଶୀଘ୍ର ଫେରିବ ଓଡ଼ିଶା

ଭୁବନେଶ୍ବର : ବହୁ ଦିନର ଲୁଚକାଳି ଖେଳ ପରେ ଗତକାଲି ଟ୍ରାଙ୍କୁଲାଇଜ୍‌ ହୋଇଛି ବାଘୁଣୀ ‘ଜିନ୍ନତ’ । ଏବେ ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରେ ଥିବା ଜିନ୍ନତ ପୂରାପୂରି ସୁସ୍ଥ ଅଛି ଓ ଖୁବ ଶୀଘ୍ର ଓଡ଼ିଶା ଫେରିବ । ଆଜି ଏ ନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ କୁମାର

ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ

ଭୁବନେଶ୍ବର : ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ହେବ ସଂପୂର୍ଣ୍ଣ କାର୍ଯ୍ୟକ୍ଷମ। ଡବଲ ଇଞ୍ଜିନ ସରକାରର ଲାଭ ପାଇବେ ରାଜ୍ୟବାସୀ। ଏନେଇ ବିଭାଗୀୟ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। କେନ୍ଦ୍ରୀୟ ଟିମ୍‌ ମଧ୍ୟ ଏନେଇ ଓଡ଼ିଶା ଆସି ଅନୁଧ୍ୟାନ କରି ସାରିଛି।

ଜାନୁୟାରୀ ୩ରୁ ଭୁବନେଶ୍ୱରରୁ ଆଉ ୫ ସହରକୁ ସିଧାସଳଖ ବିମାନ ସେବା

ଭୁବନେଶ୍ବର : ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡ଼ାରୁ ମିଳିବ ଅଧିକ ସହରକୁ ସିଧାସଳଖ ବିମାନସେବା । ଜାନୁୟାରୀ ୧ରୁ ଝାରସୁଗୁଡ଼ା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁୟାରୀ ୩ରୁ ଭୁବନେଶ୍ୱର ବିମାନ ବନ୍ଦରରୁ ଆଉ ୫ଟି ସହରକୁ ସିଧାସଳଖ ବିମାନ ସେବା

ହିଞ୍ଜିଳିରେ ନବୀନଙ୍କ ଫସଲ କ୍ଷୟକ୍ଷତି ସମୀକ୍ଷା

ହିଞ୍ଜିଳିକାଟୁ: ଦିନିକିଆ ଗଞ୍ଜାମ ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁଁଁ ହୋଇଥିବା ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ହିଞ୍ଜିଳି ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ସ୍ଥିତ ମହାତ୍ମାଗାନ୍ଧୀ ଖେଳ ପଡ଼ିଆଠାରେ ଦିନ ୧୨ଟା ୧୦ମିନଟ

୨୦୨୫ରେ ୩ ଥର ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର : ୨୦୨୫ ମସିହା ହେଉଛି ‘ସୁଭଦ୍ରା’ ଯୋଜନାର ବର୍ଷ। ଏହି ବର୍ଷ ସୁଭଦ୍ରା ଯୋଜନାରେ ମାଲେମାଲ ହେବେ ମହିଳା। କାରଣ ଆସନ୍ତା ବର୍ଷ ମହିଳା ହିତାଧିକାରୀମାନେ ୩ ଥର ପାଇବେ ସୁଭଦ୍ରା ଟଙ୍କା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଆସନ୍ତା ବର୍ଷ ପ୍ରଥମ କିସ୍ତିର ଚତୁର୍ଥ

କୃଷକ ସଂଗଠନର ପଞ୍ଜାବ ବନ୍ଦ ଡାକରା, ୧୫୦ ଟ୍ରେନ ବାତିଲ

ନୂଆଦିଲ୍ଲୀ : ଜାରି ରହିଥିବା ଚାଷୀ ଆନ୍ଦୋଳନ ମଧ୍ୟରେ ଆଜି ପଞ୍ଜାବ ବନ୍ଦ ଡାକରା ଦେଇଛନ୍ତି ଏକାଧିକ କୃଷକ ସଂଗଠନ। ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କିଷାନ ମଜଦୁର ମୋର୍ଚ୍ଚା ଭଳି ସଂଗଠନ ପକ୍ଷରୁ ଆଜି ପଞ୍ଜାବରେ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ଆମରଣ ଅନଶନରେ ବସିଥିବା କୃଷକ ନେତା ଜଗଜିତ

କେଜ୍ରିୱାଲଙ୍କ ବଡ଼ ଘୋଷଣା; ଆପ୍ ଜିତିଲେ ମନ୍ଦିର ପୂଜକଙ୍କୁ ଦେବ ମାସିକ ୧୮ ହଜାର ଦରମା

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆପ୍ ସରକାର ଆରମ୍ଭ କରିଥିବା ମହିଳା ସମ୍ମାନ ଯୋଜନାକୁ ନେଇ ବିବାଦ ଥମି ନଥିବାବେଳେ ଆଉ ଏକ ବଡ଼ ଘୋଷଣା କରିଛନ୍ତି ଅରବିନ୍ଦ କେଜ୍ରିୱାଲ। ଆମ୍ ଆଦମୀ ପାର୍ଟି ସରକାରକୁ ଫେରିଲେ ଦିଲ୍ଲୀର ସମସ୍ତ ମନ୍ଦିର ପୂଜକ ଓ ଗୁରୁଦ୍ୱାର

ରାହୁଲ ଗାନ୍ଧିଙ୍କ ଭିଏତନାମ ଟ୍ରିପକୁ ନେଇ ବିଜେପି-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ଯୋଗୁ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ଏହି ସମୟରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଭିଏତନାମ ଗସ୍ତ କରିଥିବା ବିଜେପି ଅଭିଯୋଗ କରିଛି। ଏହାକୁ ନେଇ କଂଗ୍ରେସ ଓ ବିଜେପି ମୁହାଁମୁହିଁ ହୋଇଛନ୍ତି। ଗୋଟିଏ