Browsing Tag

Nisarta

ମହାପ୍ରଭୁଙ୍କ ଦର୍ଶନ ପାଇଁ ଦରକାର ନାହିିଁ କୋଭିଡ ପ୍ରମାଣପତ୍ର

ପୁରୀ: ଫେବୃଆରୀ ୨୧ରୁ ଲାଗୁହେବ ନୁଆ ଏସଓପି। କୋହଳ କରାଯିବ ଦର୍ଶନ ବ୍ୟବସ୍ଥା। ହଟିବ କିଓସ୍କ କାଉଣ୍ଟର। ଆଉ ଭକ୍ତଙ୍କୁ ଦେଖାଇବାକୁ ପଡିବ ନାହିଁ କୋଭିଡ୍‌ ପ୍ରମାଣପତ୍ର। ପୂର୍ବପରି ରବିବାର ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହିବ । ନିତିକ୍ରାନ୍ତିକୁ ନେଇ ୨୦ରୁ ୨୫ ତାରିଖ ମଧ୍ୟରେ ବସିବ…

ଶ୍ରୀମନ୍ଦିର ରେ ୧୯ ତାରିଖ ୪ରୁ ୬ ଦର୍ଶନ ବନ୍ଦ

ପୁରୀ: ୧୯ ତାରିଖ ଦିନ ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଦର୍ଶନ କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟାରୁ ୫ଟା ୪୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ରାଷ୍ଟ୍ରପତି ରହିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର କଟକଣା ବ୍ୟବସ୍ଥା କରାଯିବ । ୧୯ ତାରିଖ ଅପରାହ୍ନ ୪ଟା ଠାରୁ ସାଧାରଣ…

ବେଙ୍ଗାଲୁରୁରେ ମେଡିକାଲ କଲେଜ ପାଇଁ ଦାନ କଲେ ବାଗଚୀ ଦମ୍ପତି

ଭୁବନେଶ୍ବର : ପୁଣି ସମାଜ ସେବା ପାଇଁ ଦାନ କରିଛନ୍ତି ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗଚୀ ଓ ତାଙ୍କ ପତ୍ନୀ ତଥା ମୋ ସ୍କୁଲ ସଂଗଠନର ଅଧ୍ୟକ୍ଷା ସୁସ୍ମିତା ବାଗଚୀ । ବେଙ୍ଗାଲୁରୁସ୍ଥିତ ଦେଶର ପ୍ରସିଦ୍ଧ ବିଜ୍ଞାନ ଓ ଗବେଷଣା ଶିକ୍ଷାନୁଷ୍ଠାନ ଭାରତୀୟ ବିଜ୍ଞାନ…

ଘରୋଇ ଏବଂ ସରକାରୀ କର୍ମଚାରୀଙ୍କୁ ଭୋଟ ପାଇଁ ଛୁଟି ଘୋଷଣା

ଭୁବନେଶ୍ୱର: ମତଦାନ ଦିନ କର୍ମଚାରୀଙ୍କୁ ମିଳିବ ଛୁଟି । ରାଜ୍ୟରେ ଅନୁଷ୍ଠିତ ହେବାକୁ ଥିବା ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଂଶଗ୍ରହଣ କରିବେ ସମସ୍ତ କର୍ମଚାରୀ । ଏନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଶ୍ରମ ଆୟୋଗ । ଉଭୟ ଘରୋଇ ଏବଂ ସରକାରୀ କର୍ମଚାରୀଙ୍କୁ ମତଦାନ ଦିନ…

ନିର୍ବାଚନ ପ୍ରଚାର ଅଭିଯୋଗରେ ସରକାରୀ ସ୍କୁଲ ଶିକ୍ଷକ ନିଲମ୍ୱିତ

ବଲାଙ୍ଗିର: ନିର୍ବାଚନ ଆଚରଣ ବିଧି ଉଲ୍ଳଂଘନ ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୨ ଟି ଅଭିଯୋଗ ପାଇଁ କାର୍ଯ୍ୟାନୁଷ୍ଠାନ ପାଇଁ ବଲାଙ୍ଗିର ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପୁଇଁତଳା ବ୍ଲକ୍ ଅଚଂଳରେ ସରକାରୀ ସ୍କୁଲ ଶିକ୍ଷକଙ୍କ ପ୍ରଚାର ଅଭିଯୋଗ ଘଟଣାରେ…

କାଲି ଠାରୁ ବିଶ୍ୱପ୍ରସିଦ୍ଧ ଜୋରନ୍ଦା ମେଳା, ପ୍ରଶାସନ ପକ୍ଷରୁ କଟକଣା ଜାରି

ଢେଙ୍କାନାଳ: ଆସନ୍ତା କାଲିଠାରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ଜୋରନ୍ଦା ମେଳା । ଫଳରେ ମହିମା ଧର୍ମର ମୁଖ୍ୟ ପୀଠ ଢେଙ୍କାନାଳର ଜୋରନ୍ଦା ସ୍ଥିତ ମହିମା ଗାଦିର ମହିମା ସାଧୁମାନେ ତାଙ୍କର ଏହି ବାର୍ଷିକ ଉତ୍ସବ ପାଇଁ ବେଶ ପ୍ରସ୍ତୁତି ଚଳାଇଛନ୍ତି । ମାତ୍ର କୋଭିଡ ସଂକ୍ରମଣକୁ ଆଶଙ୍କା କରି ଚଳିତ…

ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ୍‌, ଜଣେ ମହିଳା ଗିରଫ

ଖୋର୍ଦ୍ଧା: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇ ଚାଲିଛି ଧଳାଜହର କାରବାର । ପ୍ରତିଦିନ କୋଟି କୋଟି ଟଙ୍କାର ବ୍ରାଉନସୁଗାର ରାଜ୍ୟ ବାହାରୁ ଭିତରକୁ ଚାଲାଣ କରାଯାଉଛି । ଯାହା ରାଜ୍ୟ ପୋଲିସ୍ ଦ୍ୱାରା ଜାରି ଅପରେସନ୍ ହ୍ୱାଇଟ୍ ସ୍ପାଇଡରକୁ ଖୋଲା ଚ୍ୟାଲେଞ୍ଜ ଦେଉଛି । ଆଜି ସମାନ ଭାବରେ ଖୋର୍ଦ୍ଧା…

ରାଜଧାନୀରେ ବନ୍ଧାହେଲେ ନକଲି ଡାକ୍ତର, ଅଛନ୍ତି ୧୪ ଜଣ ସ୍ତ୍ରୀ

ଭୁବନେଶ୍ୱର : ନକଲି ଡାକ୍ତର ସେଥିରେ ପୁଣି ଠାକାମୀ । ଏମିତି ଡାକ୍ତରଙ୍କୁ ବିଳମ୍ବରେ ହେଲେ ବି ପୁଲିସ୍‌ ଗିରଫ କରିଛି । ନକଲି ଡାକ୍ତରଙ୍କ ନାମ ରମେଶ ଚନ୍ଦ୍ର ସ୍ୱାଇଁ । ତାଙ୍କର ରହିଛନ୍ତି ୧୪ ଜଣ ସ୍ତ୍ରୀ । ସେ ଦିଲ୍ଲୀରେ ଜଣେ ଶିକ୍ଷୟତ୍ରୀଙ୍କୁ ୨୦୧୮ ମସିହାରେ ଡାକ୍ତର ପରିଚୟ ଦେଇ…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୧ ଜିଲ୍ଲାକୁ ଗଲେ ପୋଲିଂ ପାର୍ଟି

ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରସ୍ତୁତି । ସୋମବାର ୧୧ ଜିଲ୍ଲାକୁ ପୋଲିଂ ପାର୍ଟି ଯାଇଥିବା ବେଳେ ମଙ୍ଗଳବାର ୧୯ଟି ଜିଲ୍ଲାକୁ ପୋଲିଂ ପାର୍ଟି ଯିବେ । ୧୬ ତାରିଖ ଦିନ ସକାଳ ୭ରୁ ୧ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ । ଭୋଟରମାନେ କିପରି ଭୋଟ୍…

ହାଇକୋର୍ଟରେ ନବନିଯୁକ୍ତ ୩ ବିଚାରପତିଙ୍କ ଶପଥଗ୍ରହଣ

କଟକ: ଓଡ଼ିଶା ହାଇକୋର୍ଟରେ ନବ ନିଯୁକ୍ତ ୩ ଜଣ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଏସ୍. ମୁରଲୀଧରନ୍ ତିନି ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି । ଶପଥ ନେଇଥିବା ବିଚାରପତିମାନେ ହେଲେ ଜଷ୍ଟିସ ଭି. ନରସିଂହ, ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀ ଓ ଜଷ୍ଟିସ ମୁରାହରି ଶ୍ରୀରମଣ ।…